ଏଠି ନଷ୍ଟ ହେଉଛି ଲକ୍ଷ ଲକ୍ଷ ଡୋଜ କରୋନା ଟିକା

ନାଇରୋବି,୨୪ ।୩: କେନିୟା ଫେବୃୟାରୀ ୨୮ରେ ଏକ୍ସପାୟର ହୋଇଯାଇଥିବା ଏସ୍ଟ୍ରାଜେନିକା କୋଭିଡ-୧୯ ଭ୍ୟାକ୍ସିନର ୮୪୦,୦୦୦ ଡୋଜକୁ ନଷ୍ଟ କରିବାକୁ ଯାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ଶୀର୍ଷ ଅଧିକାରୀ ଏହି ସୂଚନା ଦେଇଛନ୍ତି । ସମାଚାର ଏଜେନ୍ସି ସିହ୍ନିୁଆ ମନ୍ତ୍ରଣାଳୟର କ୍ୟାବିନେଟ ସଚିବ ସୂଚନାଦେଇ କହିଛନ୍ତି । ଦେଶକୁ ପ୍ରାୟ ୨.୨ ମିଲିୟନ ଡୋଜ ଦାନ ଭାବେ ମିଳିଥିଲା । ଏହା ସମସ୍ତ ରାଜ୍ୟକୁ ବିତରଣ କରାଯାଇଥିଲା । ହେଲେ ଏହା ଠିକ୍ ସମୟରେ ବିତରଣ ହୋଇ ନ ପାରିବାରୁ ଲକ୍ଷ ଲକ୍ଷ ଭ୍ୟାକ୍ସିନ ନଷ୍ଟ ହେବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri