ନିରଞ୍ଜନଙ୍କୁ ବହିଷ୍କାର ଲାଗି ଚିଠି ଜାରି କଲେ ସିଡିଓ

ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ରୁରାଲ ହାଉସିଂ ବିପିସି (ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର) ନିରଞ୍ଜନ ବାରିକଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ କେନ୍ଦୁଝର ସିଡିଓ କୁମାର ନାଗଭୂଷଣ ସମ୍ପୃକ୍ତ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଚିଠି ଜାରି କରିଛନ୍ତି l କେନ୍ଦୁଝର ଜିଲା ପରିଷଦ ଚିଠି ନଂ ୫୯୬୯/୩୦.୧୦.୨୦୨୪ ରେ ଦର୍ଶାଯାଇଛି। କାର୍ଯ୍ୟରେ ଅବହେଳା ଏବଂ ଅନିୟମିତତା ପାଇଁ ଏପରି ପଦକ୍ଷେପ ନିଆଯାଇଥିବା ଚିଠିରେ ଉଲେଖ ରହିଛି l

ସୂଚନାଯୋଗ୍ୟ, ନିରଞ୍ଜନଙ୍କ ନାମରେ ପୂର୍ବରୁ ବିଭିନ୍ନ ଅଭିଯୋଗ ହେଉଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି l ସାଧାରଣ ଲୋକଙ୍କୁ ବିଭିନ୍ନ ଆଳ ଦେଖାଇ ହଇରାଣ ହରକତ କରୁଥିବା ଏବଂ ଆବାସ ଯୋଜନାରେ ଚଞ୍ଚକତା କରି ଅସାଧୁ ଉପାୟରେ ଅର୍ଥ ଉପାର୍ଜନ କରୁଥିବା ଅଭିଯୋଗ ହୋଇ ଆସୁଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ…

ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ

ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

UGC New Rules: General, SC, ST, OBCଙ୍କ ପାଇଁ ହେଉ ଅଲଗା ଅଲଗା ହଷ୍ଟେଲ, ଶୁଣୁ ଶୁଣୁ କାହିଁକି ରାଗିଗଲେ CJI, କହିଲେ…

ନୂଆଦିଲ୍ଲୀ,୨୯।୧: ନୂତନ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ନିୟମକୁ ଗୁରୁବାର (ଜାନୁଆରୀ ୨୯, ୨୦୨୬)ରେ ଚ୍ୟାଲେଞ୍ଜ କରି ଏକ ଆବେଦନର ଶୁଣାଣି କରିବା ସମୟରେ, ବିଭିନ୍ନ ଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri