ନିରଞ୍ଜନଙ୍କୁ ବହିଷ୍କାର ଲାଗି ଚିଠି ଜାରି କଲେ ସିଡିଓ

ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ରୁରାଲ ହାଉସିଂ ବିପିସି (ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର) ନିରଞ୍ଜନ ବାରିକଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ କେନ୍ଦୁଝର ସିଡିଓ କୁମାର ନାଗଭୂଷଣ ସମ୍ପୃକ୍ତ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଚିଠି ଜାରି କରିଛନ୍ତି l କେନ୍ଦୁଝର ଜିଲା ପରିଷଦ ଚିଠି ନଂ ୫୯୬୯/୩୦.୧୦.୨୦୨୪ ରେ ଦର୍ଶାଯାଇଛି। କାର୍ଯ୍ୟରେ ଅବହେଳା ଏବଂ ଅନିୟମିତତା ପାଇଁ ଏପରି ପଦକ୍ଷେପ ନିଆଯାଇଥିବା ଚିଠିରେ ଉଲେଖ ରହିଛି l

ସୂଚନାଯୋଗ୍ୟ, ନିରଞ୍ଜନଙ୍କ ନାମରେ ପୂର୍ବରୁ ବିଭିନ୍ନ ଅଭିଯୋଗ ହେଉଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି l ସାଧାରଣ ଲୋକଙ୍କୁ ବିଭିନ୍ନ ଆଳ ଦେଖାଇ ହଇରାଣ ହରକତ କରୁଥିବା ଏବଂ ଆବାସ ଯୋଜନାରେ ଚଞ୍ଚକତା କରି ଅସାଧୁ ଉପାୟରେ ଅର୍ଥ ଉପାର୍ଜନ କରୁଥିବା ଅଭିଯୋଗ ହୋଇ ଆସୁଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ଗାଡ଼ି ଅଟକାଇ ମାଡ଼ ମାରିବା ମାମଲା: ୩ ଅଭିଯୁକ୍ତ ଜେଲ୍ ଗଲେ, ଜଣେ ଗିରଫ ଓ ୨ ଆତ୍ମସମର୍ପଣ

ବଞ୍ଚୋ,୨୨।୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦେଓଗାଁ ଅଞ୍ଚଳରେ ଘଟିଥିବା ଗାଡ଼ି ଅଟକାଇ ମାଡ଼ ମାରିବା ମାମଲାରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?