ଅନ୍ଧାରରେ ଡାଇରିଆ, ଟିବି ଓ୍ବାର୍ଡ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଗୁରୁତ୍ୱପୂର୍ଣ୍ଣ ଡାଇରିଆ ଓ ଟିବି ଓ୍ବାର୍ଡ ଶୁକ୍ରବାର ଅନ୍ଧାରରେ ରହିଥିଲା। ଦିନ ୩.୩୦ରୁ ଲାଇନ କଟିଯାଇଥିବାରୁ ରୋଗୀ ଓ ସ୍ବାସ୍ଥ୍ୟ କର୍ମଚାରୀ ଅକଥନୀୟ ସମସ୍ୟା ଭୋଗୁଛନ୍ତି। ଏହିଭଳି ପ୍ରତ୍ୟେକ ଦିନ ବିଦ୍ୟୁତ କାଟ୍‌ ହେଉଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଅନ୍ଧାରରେ ରୋଗୀମାନେ ମଶାଙ୍କ ପ୍ରାଦୁର୍ଭାବରେ ଅସ୍ତବ୍ୟସ୍ତ ହୋଇ ପଡୁଥିବା ବେଳେ ରୋଗୀ ସେବାରେ ନିୟୋଜିତ କର୍ମଚାରୀମାନେ ରୋଗୀଙ୍କୁ ସାଇଲାଇନ, ଇଞ୍ଜେକ୍ସନ, ଔଷଧ ଦେବାରେ ଅସୁବିଧା ଭୋଗୁଛନ୍ତି। ସେହିପରି ଡାକ୍ତରମାନେ ମଧ୍ୟ ଟର୍ଚ୍ଚ, ମୋବାଇଲ ଲାଇଟ୍‌ରେ ସେବା କରିବାକୁ ବାଧ୍ୟ ହେଉଛନ୍ତି। ଦୀର୍ଘ ମାସ ହେଲା ଡିଜିର ଚେଞ୍ଜ ଓଭର ଖରାପ ହୋଇଯାଇଥିଲେ ହେଁ ସଜଡ଼ା ଯାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି ବୋଲି ଜଣାପଡ଼ିଛି। ଡାକ୍ତରଖାନାକୁ ରୋଗୀ ସେବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଏଥିପ୍ରତି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଲାଇନ କାଟି ବିଦ୍ୟୁତ ବିଭାଗ କାମ କରୁଥିବାରୁ ଏଭଳି ସମସ୍ୟା ଦେଖାଦେଇଛି। କିଛି ସମୟ ପରେ ଲାଇନ ଆସିଯିବ ବୋଲି ହସ୍ପିଟାଲ ମ୍ୟାନେଜର ସୁଚିସ୍ମିତା ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri