ଜାତୀୟ ଏକତା ଦିବସ ଅବସରରେ ପ୍ରକମ୍ପିତ ହେଲା ରାଜରାସ୍ତା, ପଦଯାତ୍ରାରେ ସାମିଲ ହେଲେ ଏମାନେ…

ପାଟଣା ,୩୧।୧୦(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ପକ୍ଷରୁ ଶୁକ୍ରବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ପଦଯାତ୍ରା ଅନୁଷ୍ଠିତ ହୋଇଛି। ପଦଯାତ୍ରା ପାଟଣା ଥାନାରୁ ବାହାରି ବଜାର, ବ୍ଲକ ଛକ ସାଧୂପଡ଼ା ଛକ, ତହସିଲ ଅଫିସ ଦେଇ ଥାନାକୁ ଫେରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରମାନେ ପ୍ଲା କାର୍ଡ, ବ୍ୟାନର ଧରି ଜାତୀୟ ଏକତା ଦିବସ ଜିନ୍ଦାବାଦ୍‌, ବଲ୍ଲଭ ଭାଇ ପଟେଲ ଜିନ୍ଦାବାଦ୍‌ ସ୍ଲୋଗାନ ଦେଇ ଶୋଭାଯାତ୍ରା କରିଥିଲେ। ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଳଙ୍କ ନେତୃତ୍ୱରେ ଏସଆଇ ପାର୍ଥ ଓରାମ, ଲକ୍ଷ୍ମଣ ମାଝି, ଏଏସଆଇ ଗୌର ହରି ଗର୍ଡ଼ିଆ ପାଟଣା କଲେଜ କ୍ରୀଡାର ଶିକ୍ଷକ କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁ, ଭାଜପା ନେତା ଦିନ ବନ୍ଧୁ ମିଶ୍ର, ବିଜ୍ଞାନ ଶିକ୍ଷକ ତଥା ଭାଷ୍ୟକାର ପାର୍ଥ ସାରଥି ବେଜ,ଯତୀନ୍ଦ୍ର କୁମାର ଦାଶ, ଦୀପକ ଭଞ୍ଜ, ଅବସର ପ୍ରାପ୍ତ ତହସିଲ ଦାର ଯତୀନ୍ଦ୍ର ସେଠୀ,ଭୂତ ମହାନ୍ତ , ପ୍ରତାପ ମହାନ୍ତ,ଅବଦୁଲା ଆନସାରୀ ପ୍ରବୀଣ ଭଞ୍ଜ, ଗୁନା ସାହୁ, ପାଟଣା କଲେଜ ଏନସିସି ଛାତ୍ରୀଛାତ୍ର, ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ, ଜିଏନହାଇସ୍କୁଲ , ସରସ୍ବତୀ ଶିଶୁ ମନ୍ଦିର ଛାତ୍ରଛାତ୍ରୀ ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ ମୋତେ…

ଭୁବନେଶ୍ୱର,୧୬ା୩: ସୋମବାର ହୋଇଥିବା ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri