କେନ୍ଦୁଝର,୨୯ା୧୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଟ୍ରକ୍ ମାଲିକ ସଂଘ ନିର୍ବାଚନକୁ ନେଇ ବିବାଦ ଲାଗି ରହିଛି। ଏନେଇ ଅକ୍ଟୋବର ୩୧ରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ସଂଘ ପକ୍ଷରୁ ଅନଶନ ଜାରି ରହିଛି। ରବିବାର ଟ୍ରକ୍ ମାଲିକମାନଙ୍କର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସଂଘରେ ଚାଲି ଆସୁଥିବା ଅନିୟମିତତା, ଟୋକନ ହେରାଫେରି ଓ ନିର୍ବାଚନ କରିବା ଲାଗି ଉପଦେଷ୍ଟା ମାଗିଥିବା ଏକ ମାସ ସମୟସୀମା ଉପରେ ଆଲୋଚନା ହୋଇଥିଲା। ସଭାରେ ୧୦୦ରୁ ଊର୍ଦ୍ଧ୍ୱ ଟ୍ରକ୍ ମାଲିକ ଓ ନେତୃମଣ୍ଡଳୀ ଉପସ୍ଥିତ ରହି ପୂର୍ବତନ କର୍ମକର୍ତ୍ତାଙ୍କ ସମୂହ ଇସ୍ତଫା ଦାବି କରିଥିଲେ।
ସଂଘର ପୂର୍ବତନ ସମ୍ପାଦକ ପ୍ରଦୀପ ବାରିକ ଆଗାମୀ ଡିସେମ୍ବର ୫ରେ ସଂଘ କାର୍ଯ୍ୟାଳୟ ଘେରାଉ ସହ ଟ୍ରକ୍ ମାଲିକମାନେ କିପରି ଶୃଙ୍ଖଳିତ ଗାଡ଼ି ଲୋଡିଂ କରିପାରିବେ ସେଥିପ୍ରତି ଯୁକ୍ତି ବାଢ଼ିଥିଲେ। ସଦସ୍ୟ ଅଶୋକ ମିଶ୍ର ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ପୂର୍ବତନ କର୍ମକର୍ତ୍ତାମାନଙ୍କର ଇସ୍ତଫା ଦାବି ସହ ଯଥାଶୀଘ୍ର ନିର୍ବାଚନ କରିିବାକୁ ପ୍ରସ୍ତାବ ଦେଇଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…
ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ
ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…
ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

