Posted inଜାତୀୟ

କାର୍‌-ଟ୍ରକ୍‌ ମୁହାଁମୁହିଁ: ଦୁର୍ଘଟଣାରେ ଚାଲିଗଲା ୫ଇସ୍ରୋ କର୍ମଚାରୀଙ୍କ ଜୀବନ

ଥିରୁଭାନ୍ତମପୁରମ୍‌,୨୩।୧: କେରଳରେ ଅଲପ୍ପୁଜାରେ ରବିବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଇସ୍ରୋର ୫ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ରବିବାର ବିଳମ୍ବିତ ରାତିରେ ଇସ୍ରୋର ୫ଜଣ କର୍ମଚାରୀ ଏକ କାର୍‌ରେ ଥିରୁଭାନ୍ତମପୁରମ ଯାଉଥିବା ବେଳେ ଜାତୀୟ ରାଜପଥରେ ସାମ୍ନାରୁ ଆସୁଥିବା ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣଙ୍କର ହସ୍ପିଟାଲରେ ଚିକିତ୍ସା ସମୟରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ଏତେ ବଡ଼ ଥିଲା ଯେ କାର୍‌ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ତେବେ ମୃତକଙ୍କ ପରିଚୟ ପ୍ରସାଦ, ଶିଜୁ, ଅମଲ, ସଚିନ ଓ ସୁମୋଦ ରୂପେ ମିଳିଛି। ଏମାନେ ଥିରୁଭାନ୍ତମପୁରମର ଇସ୍ରୋ କ୍ୟାଣ୍ଟିନରେ କାର୍ଯ୍ୟ କରୁଥିଲେ ବୋଲି ଅମ୍ବାଲାପ୍ପୁଝା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନ ଅନୁଯାୟୀ ପ୍ରାସଙ୍ଗିକ ସମୟରେ ଧର୍ମ ଗୁରୁତ୍ୱପୂର୍ଣ୍ଣ, ଅନ୍ୟଥା ଭାରତ ଧର୍ମନିରପେକ୍ଷ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୮।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଆମ ଦେଶରେ ଧର୍ମ ଯେତେବେଳେ ଆଇନ ଅନୁଯାୟୀ ପ୍ରାସଙ୍ଗିକ ହୋଇଥାଏ ସେତେବେଳେ ଏହା ଗୁରୁତ୍ୱପୂର୍ଣ୍ଣ। ନଚେତ ଭାରତ ସବୁ...

ୟୁକ୍ରେନ୍‌ର ଭାରତୀୟ ଦୂତାବାସ ପୋଲାଣ୍ଡକୁ ସ୍ଥାନାନ୍ତର ହେବ…

ନୂଆଦିଲ୍ଲୀ, ୧୩।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୧୮ ଦିନ ବିତିଗଲାଣି। ତେବେ ସ୍ଥିତିରେ ଉନ୍ନତି ପରିବର୍ତ୍ତେ ଏହା ଅଧିକ ସଙ୍କଟ...

ୟୁଜି ନାମଲେଖା: ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ, ୨୨।୩: ସାରା ଦେଶରେ ଏଣିକି କଲେଜରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ...

ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମାଙ୍କ ପରଲୋକ

ମୁମ୍ବାଇ,୮।୧୨: ବଲିଉଡ୍‌ର ନାଁ କରା କଳାକାର ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମା ତାମସି ସିଦ୍ଦିକିଙ୍କ ଶୁକ୍ରବାର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ...

ଅଭିନେତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ କ୍ୟାବ ଡ୍ରାଇଭର

ବେଙ୍ଗାଲୁରୁ,୬।୧୦: କ୍ୟାବରେ ଏସି ନ ଚଳାଇବାରୁ କନ୍ନଡ ଅଭିନେତ୍ରୀ ସଞ୍ଜନା ଗଲରାନି ଡ୍ରାଇଭରଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ସୋସିଆଲ...

‘ପ୍ରଥମ ଦୁଇ ପର୍ଯ୍ୟାୟରେ ଶତକ କରିଛୁ’

ଲକ୍ଷ୍ନୌ,୨୦।୨: “ଆମେ ପ୍ରଥମ ଦୁଇ ପର୍ଯ୍ୟାୟ ମତଦାନରେ ଶତକ ହାସଲ କରିଛୁ। ପରବର୍ତ୍ତୀ ଦୁଇ ପର୍ଯ୍ୟାୟରେ ମଧ୍ୟ ସମାଜବାଦୀ ପାର୍ଟି ନେତୃତ୍ୱାଧୀନ ମେଣ୍ଟ ଅନ୍ୟଠାରୁ ଆଗରେ...

ଭାଜପାରେ ସାମିଲ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ

ଲକ୍ଷ୍ନୌ, ୧୬।୭: ସମାଜବାଦୀ ପାର୍ଟି(ଏସପି)ନେତା ନୀରଜ ଶେଖର ମଙ୍ଗଳବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ମହାସଚିବ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ପୂର୍ବତନ...

ବେଙ୍ଗାଲୁରୁରେ ପହଞ୍ଚିଲେ ମୋଦି

ବେଙ୍ଗାଲୁରୁ,୧୧।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ ଥାୱରଚାନ୍ଦ ଗେହଲୋଟ, ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ, କେନ୍ଦ୍ରମନ୍ତ୍ରୀ ତଥା...

Advertisement
Archives

Model This Week