Posted inଫୁରସତ

ଖବରକାଗଜ ଖଣ୍ଡରୁ ଟ୍ରେନ୍‌ ପ୍ରସ୍ତୁତ କଲେ ବାଳକ, ପ୍ରଶଂସା କଲା ରେଳ ମନ୍ତ୍ରାଳୟ

ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିଲା। ଫଳରେ ଲୋକମାନେ ନିଜ ନିଜ ଘରେ ରହିବାକୁ ବାଧ୍ୟ ହୋଇଥିଲେ। ଏହି ସମୟରେ କିଛି ଲୋକଙ୍କର କ୍ରିଏଟିଭିଟି(ସୃଜନଶୀଳତା) ନଜରକୁ ଆସିଥିଲା। ଏହିଭଳି ଜଣେ ବାଳକ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଖବରକାଗଜର ଖଣ୍ଡରେ ସେ ଟ୍ରେନ୍‌ର ଏକ ମଡେଲ୍‌ ପ୍ରସ୍ତୁତ କରିଥିଲେ। ସୋସିଆଲ ମିଡିଆରେ ଏହାର ଫଟୋ ବେଶ୍‌ ଭାଇରାଲ ହୋଇଥିଲା। ଏବେ ରେଳ ମନ୍ତ୍ରାଳୟ ପକ୍ଷରୁ ଏ ନେଇ ସବିଶେଷ ସୂଚନା ଦିଆଯାଇଛି।

କେରଳର ତ୍ରିଶୁରର ୧୨ ବର୍ଷୀୟ ବାଳକ ଅଦ୍ୱୈଥ କ୍ରିଷ୍ଣା ଖବରକାଗଜ ପୃଷ୍ଠାକୁ ବ୍ୟବହାର କରି ଟ୍ରେନ୍‌ର ଏକ ମଡେଲ୍‌ ପ୍ରସ୍ତୁତ କରିଛନ୍ତି। ଏହା ଦେଖିବାକୁ ବେଶ୍‌ ସୁନ୍ଦର ହୋଇଛି। ରେଳ ମନ୍ତ୍ରଣାଳୟର ଆଧିକାରୀକ ଟୁଇଟର ହ୍ୟାଣ୍ଡେଲରେ ଏହାର ଫଟୋ ଏବଂ ଭିଡିଓ ପୋଷ୍ଟ କରାଯାଇଛି। ଭିଡିଓରେ ଅଦ୍ୱୈଥ ଏହାକୁ କିଭଳି ପ୍ରସ୍ତୁତ କରିଛନ୍ତି ଦେଖିବାକୁ ମିଳୁଛି। ସେ କେବଳ ୩ ଦିନରେ ଏହାକୁ ପ୍ରସ୍ତୁତ କରିଥିବା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଏବେ ଏହି ଟ୍ରେନ୍‌ର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଲୋକମାନେ ଅଦ୍ୱୈଥଙ୍କ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri