କରୋନା ମୃତକ ବିପିଏଲ୍ ପରିବାରକୁ ମାସକୁ ୫ ହଜାର ଟଙ୍କା ସହାୟତା

ଥିରୁଭାନନ୍ତପୁରମ,୧୪ ।୧୦: କରୋନା ମହାମାରୀ ଅନେକ ପରିବାରରେ ଲୁହ ଭରିଦେଇଛି । ଏସବୁ କ୍ଷତକୁ ପୂରଣ କରିବାକୁ ଏବେ ସରକାର ସାମାନ୍ୟ ପ୍ରୟାସ କରିଛନ୍ତି । ମିଳିଥିବା ସୂଚନାରୁ ଜଣାପଡିଛି କି କରୋନାରେ ପୀଡ଼ିତ ହୋଇ ମୃତ୍ୟୁ ଘଟିଥିବା ବିପିଏଲ୍ ପରିବାରର ସଦସ୍ୟଙ୍କ ପାଇଁ କେରଳ ସରକାର ମାସକୁ ୫ହଜାର ଟଙ୍କାର ସହାୟତା ପ୍ରଦାନ କରିବେ । ଏପରି ଏକ ପ୍ରସ୍ତାବକୁ କେରଳ କ୍ୟାବିନେଟରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, କରୋନାର ଦ୍ୱିତୀୟ ଲହର ସାରା ଦେଶରେ ହାହାକାର ସୃଷ୍ଟି କରିଥିବା ବେଳେ ଏହାର ଅଧିକ ପ୍ରଭାବ ମହାରାଷ୍ଟ୍ର ଓ କେରଳରେ ପଡିଥିଲା । ଏବେ ଏହାର ତୃତୀୟ ଲହର ବି କେରଳବାସୀଙ୍କ ଉପରେ ଏକ ପ୍ରକାର ଦାଉ ସାଧିଛି କହିଲେ ଭୁଲ ହେବନି । ଏଠାରେ ଏବେବି ଦୈନିକ ସଂକ୍ରମଣ ବଢି ଚାଲିଥିବାରୁ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଅସ୍ତିତ୍ୱ ବଞ୍ଚାଇବାକୁ ଚାଲିଛି ଡ୍ରାମା’

ପୁଣେ,୧।୫: ମହାରାଷ୍ଟ୍ରରେ ଲାଉଡସ୍ପିକର ଏବଂ ହନୁମାନ ଚାଳିଶା ବିବାଦ ଥମିବାର ନାଁ ନେଉନାହିଁ। ଏମ୍‌ଏନ୍‌ଏସ୍‌ ମୁଖ୍ୟ ରାଜ ଠାକରେ ଚେତାବନୀ ଦେବା ପରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ...

୧୮ରେ ଚାଷୀଙ୍କ ରେଳରୋକୋ

ନୂଆଦିଲ୍ଲୀ, ୧୧।୨(ପି.ଟି.): କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ବଢ଼ାଇବା ପାଇଁ କୃଷକ ସଂଗଠନଗୁଡ଼ିକ ଫେବୃୟାରୀ ୧୮ରେ ଦେଶବ୍ୟାପୀ ୪ ଘଣ୍ଟିଆ ରେଳରୋକୋ ପାଇଁ ଡାକରା ଦେଇଛନ୍ତି।...

ଆତଙ୍କବାଦୀ ସନ୍ଦେହରେ ୫ ଗିରଫ

ଜମ୍ମୁ,୧୬।୧୧: ଜମ୍ମୁ-କଶ୍ମୀରରେ ସୋପେର ଓ ବାରମୂଳା ଜିଲାରେ ଶନିବାର ଆତଙ୍କବାଦୀ ସନ୍ଦେହରେ ୫ ଜଣଙ୍କୁ ଗିରଫ କରାଯାଇଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ...

ନୀତିଶଙ୍କୁ ଉପଦେଶ ଦେଲେ ପିକେ

ପାଟନା,୯।୮: ବିହାର ରାଜନୀତିରେ ଅନେକ ଅଶାନ୍ତି ଦେଖାଦେଇଛି। ରାଜ୍ୟ ରାଜନୀତିରେ ଆଗାମୀ ସମୟରେ କ’ଣ ହେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ବିହାର ସଙ୍କଟକୁ ନେଇ...

ପଜିଟିଭ ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ-ଗମ୍ଭୀର

ଚଣ୍ଡିଗଡ଼,୬।୧୧:କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଥିବା ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ଅନ୍ୟପଟେ ଦିଲ୍ଲୀର ଭାଜପା...

୩ ମାସ ପର୍ଯ୍ୟନ୍ତ କୌଣସି ମହିଳା ଗର୍ଭଧାରଣ ନ କରିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ, କାରଣ ଜାଣିଲେ…

ପୁଣେ,୧୪ା୮: ମହାରାଷ୍ଟ୍ରର ପୁଣେ ଜିଲାର ବେଲ୍‌ସର ଗାଁରେ କୌଣସି ମହିଳା ୩ ମାସ ପର୍ଯ୍ୟନ୍ତ ଗର୍ଭଧାରଣ ନ କରନ୍ତୁ ବୋଲି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି।...

ପ୍ରଧାନମନ୍ତ୍ରୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମର ପ୍ରଶଂସା କଲେ ଆମିର

ମୁମ୍ବାଇ,୨୬।୪: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଏବେ ଚର୍ଚ୍ଚାରେ। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମ। ନିକଟରେ ରାଜଧାନୀ...

ୟୁରୋପର ଭ୍ରମ ସୃଷ୍ଟି କରୁଛି ଭାରତର ଏହି ଗାଁ, ଆଶ୍ଚର୍ଯ୍ୟ ହେଉଛନ୍ତି ଲୋକେ

ନିକଟରେ କେରଳରେ ଏପରି ଏକ ପାର୍କ ନିର୍ମାଣ କରାଯାଇଛି, ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। କହୁଛନ୍ତି ଏହା ଆମ ଭାରତ ନା ୟୁରୋପ? ଏହା...

Advertisement
Archives

Model This Week