Posted inଜାତୀୟ

କଂଗ୍ରେସକୁ ପତନ ଆଡକୁ ନେଇ ଯାଉଛନ୍ତି ବେଣୁଗୋପାଳ!

ନୂଆଦିଲ୍ଲୀ,୩୦ ।୮: କେରଳ କଂଗ୍ରେସର ସଚିବ ପିଏସ୍ ପ୍ରଶାନ୍ତ ସୋମବାର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଏକ ଚିଠି ଲେଖିଛନ୍ତି । ଉକ୍ତ ପତ୍ରରେ ସେ ଅଲ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି)ର ମହାସଚିବ କେସି ବେଣୁଗୋପାଳଙ୍କୁ ନେଇ ଅଭିଯୋଗ କରିଛନ୍ତି । ଏଥିରେ ସେ ଲେଖିଛନ୍ତି ଯେବେଠାରୁ ବେଣୁଗୋପାଳ କାର୍ଯ୍ୟଭାର ସମ୍ଭାଳିଲେଣି, ସେବେଠାରୁ ଆମେ କେରଳ ସହ ଗୋଆ, କର୍ନାଟକ, ମଧ୍ୟପ୍ରଦେଶ, ରାଜସ୍ଥାନ, ପଞ୍ଜାବ ଓ ଛତିଶଗଡ଼ରେ ଦଳର ଦୁର୍ଦଶା ଦେଖିଲେଣି । ସମାଚାର ଏଜେନ୍ସି ଏଏନ୍‌ଆଇ ରିପୋର୍ଟ ଅନୁଯାୟୀ, ପ୍ରଶାନ୍ତ ପତ୍ରରେ ଆହୁରି ମଧ୍ୟ ଲେଖିଛନ୍ତି କେରଳରେ କଂଗ୍ରେସ କର୍ମୀ ଏହି ଦ୍ୱନ୍ଦ୍ୱରେ ଅଛନ୍ତି କି ଦଳକୁ ଭାଙ୍ଗିବାକୁ ତାଙ୍କୁ ଏଭଳି ପଦକ୍ଷେପ ଭାରତୀୟ ଜନତା ପାର୍ଟି ସହ ହାତ ମିଳାଇବା ନୁହେଁ ତ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri