Posted inଜାତୀୟ

କଂଗ୍ରେସକୁ ପତନ ଆଡକୁ ନେଇ ଯାଉଛନ୍ତି ବେଣୁଗୋପାଳ!

ନୂଆଦିଲ୍ଲୀ,୩୦ ।୮: କେରଳ କଂଗ୍ରେସର ସଚିବ ପିଏସ୍ ପ୍ରଶାନ୍ତ ସୋମବାର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଏକ ଚିଠି ଲେଖିଛନ୍ତି । ଉକ୍ତ ପତ୍ରରେ ସେ ଅଲ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି)ର ମହାସଚିବ କେସି ବେଣୁଗୋପାଳଙ୍କୁ ନେଇ ଅଭିଯୋଗ କରିଛନ୍ତି । ଏଥିରେ ସେ ଲେଖିଛନ୍ତି ଯେବେଠାରୁ ବେଣୁଗୋପାଳ କାର୍ଯ୍ୟଭାର ସମ୍ଭାଳିଲେଣି, ସେବେଠାରୁ ଆମେ କେରଳ ସହ ଗୋଆ, କର୍ନାଟକ, ମଧ୍ୟପ୍ରଦେଶ, ରାଜସ୍ଥାନ, ପଞ୍ଜାବ ଓ ଛତିଶଗଡ଼ରେ ଦଳର ଦୁର୍ଦଶା ଦେଖିଲେଣି । ସମାଚାର ଏଜେନ୍ସି ଏଏନ୍‌ଆଇ ରିପୋର୍ଟ ଅନୁଯାୟୀ, ପ୍ରଶାନ୍ତ ପତ୍ରରେ ଆହୁରି ମଧ୍ୟ ଲେଖିଛନ୍ତି କେରଳରେ କଂଗ୍ରେସ କର୍ମୀ ଏହି ଦ୍ୱନ୍ଦ୍ୱରେ ଅଛନ୍ତି କି ଦଳକୁ ଭାଙ୍ଗିବାକୁ ତାଙ୍କୁ ଏଭଳି ପଦକ୍ଷେପ ଭାରତୀୟ ଜନତା ପାର୍ଟି ସହ ହାତ ମିଳାଇବା ନୁହେଁ ତ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri