Posted inଜାତୀୟ

୨୫ ବର୍ଷ ପରେ ମହିଳାଙ୍କ ଶ୍ୱାସକ୍ରିୟା ନଳିରୁ ବାହାରିଲା ହ୍ବିସିଲ

କନ୍ନୁର, ୧୭।୨ : କେରଳର ସରକାରୀ ମେଡିକାଲର ଡାକ୍ତରମାନେ ଜଣେ ୪୦ ବର୍ଷୀୟା ମହିଳାଙ୍କ ଶ୍ୱାସକ୍ରିୟା ନଳିରୁ ଅସ୍ତ୍ରୋପଚାର ଜରିଆରେ ହ୍ବିସିଲ ବାହାର କରି ଦେଇଛନ୍ତି। ମହିଳା ଜଣଙ୍କ ୨୫ ବର୍ଷ ତଳେ ଦୁର୍ଘଟଣା ବଶତଃ ହ୍ବିସିଲ ଗିଳି ଦେଇଥିଲେ।

କନ୍ନୁର ଜିଲାର ମଟ୍ଟାନୁର ଅଞ୍ଚଳର ମହିଳା ଜଣଙ୍କ ଶ୍ୱାସକ୍ରିୟାରେ ଅସୁବିଧା ନେଇ ଏକ ବେସରକାରୀ କ୍ଲିନିକକୁ ଯାଇଥିଲେ। ସେଠାରେ ଶ୍ୱାସକ୍ରିୟା ନଳିରେ କିଛି ଅଟକି ଥିବା ସୂଚନା ଦେବା ସହ ସରକାରୀ ହସ୍ପିଟାଲକୁ ଯିବାକୁ ପରାମର୍ଶ ଦେଇଥିଲେ ଫୁସ୍‌ଫୁସ ବିଶେଷଜ୍ଞ। ଡ. ରାଜୀବ ରାମ ଓ ଡ. ପଦ୍ମନାଭନଙ୍କୁ ନେଇ ଗଠିତ ଡାକ୍ତରୀ ଦଳ ସଫଳ ଅସ୍ତ୍ରୋପଚାର କରି ହ୍ବିସିଲ ବାହାର କରି ଦେଇଥିବା ମେଡିକାଲ କଲେଜ ସୁପ୍ରିଟେନଡେଣ୍ଟ ଡ. ସୁଦୀପ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଭଦ୍ରାଙ୍କୁ ଗୁରୁବାର...

ଭାଷଣରେ ଚତୁରତା

କବିତାରୁ କୂଟନୀତି ସଂସଦରେ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବେଶ୍‌ ବିଜ୍ଞତାର ସହ ସିନ୍ଧୁ-ସରସ୍ବତୀ ସଭ୍ୟତାଠାରୁ ଆରମ୍ଭ କରି ରାଜନୀତି, କୂଟନୀତି, ଅର୍ଥନୀତି...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

ସିଙ୍ଗାପୁର ଷ୍ଟ୍ରେନ୍‌ରେ ତୃତୀୟ ଲହର ଆଶଙ୍କା

ନୂଆଦିଲ୍ଲୀ, ୧୯ା୫: ସିଙ୍ଗାପୁରରେ ଚିହ୍ନଟ ହୋଇଥିବା କରୋନା ଭାଇରସ୍‌ର ନୂଆ ଷ୍ଟ୍ରେନ୍‌ ଭାରତରେ ତୃତୀୟ ଲହରକୁ ଡାକିଆଣିପାରେ। ତେଣୁ ତୁରନ୍ତ ପଦକ୍ଷେପ ନିଆଯାଇ ସିଙ୍ଗାପୁର ସହ...

ପୁଣି ଏକ ରୋଗର ଭୟ, ଚିନ୍ତାରେ ଡାକ୍ତର

ମୁମ୍ବାଇ,୨୨।୭:ଭାରତରେ କରୋନା ଭାଇରସ୍‌ ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ଅସମ୍ଭାଳ ହୋଇଛି। ଏହି ରାଜ୍ୟରେ କରୋନା ସାଙ୍ଗକୁ ଆଉ ଏକ ରୋଗର ଭୟ ସୃଷ୍ଟି...

ରାସ୍ତାକଡରେ ଶୋଇଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ: ୮ ଜୀବନ ଗଲା

ଗାନ୍ଧୀନଗର,୯।୮:ଗୁଜରାଟର ଆମରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଶୋଇଥିବା ଶ୍ରମିକଙ୍କ ଉପରେ ଟ୍ରକ ମାଡିଯିବା ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ...

୧୯ ଦିନ ଧରି ନିଜାମୁଦ୍ଦିନ୍‌ ପାଲଟିଥିଲା କରୋନା ସଂକ୍ରମଣର କେନ୍ଦ୍ର !

ନୂଆଦିଲ୍ଲୀ,୧।୪: ନିଜାମୁଦ୍ଦିନ୍‌ର ତବଲିଗ୍‌ ଜମାତ୍‌ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜମାତ୍‌ ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ହେବାର ଯୋଜନା ଥିଲା।...

ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ୮୭ ପ୍ରତିଶତ ଭାରତୀୟ ପରିବାର ପ୍ରଭାବିତ..

ନୂଆଦିଲ୍ଲୀ, ୧୨।୪ : ଦେଶରେ ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ଲୋକଙ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏକ ସର୍ଭେ ଅନୁସାରେ ଏହାଯୋଗୁ ୮୭ ଭାରତୀୟ...

Advertisement
Archives

Model This Week