Posted inଜାତୀୟ

କେରଳ ବିସ୍ଫୋରଣ ମାମଲାରେ ଆତ୍ମସମର୍ପଣ କଲେ ଜଣେ ବ୍ୟକ୍ତି, ହୋଇଥିବା ବିସ୍ଫୋରଣ ପାଇଁ ନିଜକୁ କଲେ ଦାୟୀ!

କେରଳ,୨୯।୧୦: କେରଳ ଏର୍ଣ୍ଣାକୁଲମର କଲାମାସେରୀ ନିକଟରେ ଏକ ଧାର୍ମିକ କାର୍ଯ୍ୟକ୍ରମରେ ତିନି ବିସ୍ଫୋରଣ ପରେ ଜଣେ ବ୍ୟକ୍ତି ସରେଣ୍ଡର କରିଛି। ବ୍ୟକ୍ତି ଜଣକ ତୃସୁର ଜିଲା କୋଡକାର ଥାନାରେ ଆତ୍ମସମର୍ପଣ କରି ଏହି ବିସ୍ଫୋରଣ ଘଟାଇଥିବା କହିଛି।

ପୋଲିସ ବର୍ତ୍ତମାନ ବ୍ୟକ୍ତି ଜଣଙ୍କୁ ପଚରା ଉଚରା କରୁଛି, କିନ୍ତୁ ପୋଲିସ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ କି ବିସ୍ଫୋରଣରେ ବ୍ୟକ୍ତିଙ୍କର ହାତ ଥିଲା କି ନାହିଁ। ଅନ୍ୟପଟେ ଘଟଣା ପରେ ସମ୍ପୂର୍ଣ୍ଣ ରାଜ୍ୟରେ ହାଇ ଆଲର୍ଟ ଜାରି କରାଯାଇଛି।

ରାଜ୍ୟର ସମସ୍ତ ଜିଲାକୁ ଆଲର୍ଟ ରହିବାକୁ କୁହାଯାଇଥିବା ବେଳେ ସୋସିଆଲ ମିଡିଆରେ ଭୁଲ ଖବର ପ୍ରସାରଣ ନ କରିବାକୁ ପୋଲିସ ଅପିଲ କରିଛି। ଯଦି କେହି ଏଥିରେ ବ୍ୟତିକ୍ରମ କରି କିଛି କରନ୍ତି ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ବାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?