Posted inଜାତୀୟ

ସିଏଏ ନିୟମାବଳୀରେ ସ୍ଥଗିତାଦେଶ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେରଳ ସରକାର

ନୂଆଦିଲ୍ଲୀ,୧୭।୩: ନାଗରିକତ୍ୱ ସଂଶୋଧନ ନିୟମାବଳୀ,୨୦୨୪ର କାର୍ଯ୍ୟକାରିତା ଉପରେ ସ୍ଥଗିତାଦେଶ ପାଇଁ କେରଳ ସରକାର ସୁପ୍ରିମକୋର୍ଟରେ ସାନି ପିଟିଶନ ଦାଏର କରିଛନ୍ତି।

ଉକ୍ତ ନିୟମାବଳୀ ପକ୍ଷପାତମୂଳକ, ମନମାନୀ ଏବଂ ଧର୍ମନିରପେକ୍ଷ ସିଦ୍ଧାନ୍ତର ଉଲ୍ଲଂଘନ କରୁଥିବା କେରଳ ଦର୍ଶାଇଛି। ୨୦୧୯ରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ପାର୍ଲାମେଣ୍ଟରେ ଗୃହୀତ ହେବାର ୪ ବର୍ଷ ପରେ କେନ୍ଦ୍ର ସରକାର ଗତ ୧୧ ତାରିଖରେ ଏହାର କାର୍ଯ୍ୟକାରିତା ନେଇ ଆନୁଷଙ୍ଗିକ ନିୟମାବଳୀର ବିଜ୍ଞପ୍ତି ଜାରି କରିଥିଲେ। ୨୦୧୪ ଡିସେମ୍ବର ୩୧ ପୂର୍ବରୁ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ବିନା କାଗଜପତ୍ରରେ ଭାରତ ଆସି ରହିଯାଇଥିବା ଅଣମୁସଲମାନମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ ଲାଗି ଏହି ଆଇନ ଅଣାଯାଇଥିଲା। ଧର୍ମ ଆଧାରରେ ପ୍ରଣୀତ ହୋଇଥିବା ନିୟମାବଳୀ ଅସାମ୍ବିଧାନିକ ବୋଲି କେରଳ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri