Posted inଜାତୀୟ

କେରଳ ଖବରଦାତା ସିଦ୍ଧିକି କପ୍ପାନଙ୍କୁ ମିଳିଲା ଜାମିନ

ଲକ୍ଷ୍ନୌ,୨୩ା୧୨: କେରଳର ଖବରଦାତା ସିଦ୍ଦିକି କପ୍ପାନଙ୍କୁ ମିଳିଲା ଜାମିନ। ଆତଙ୍କବାଦ ସହ ସମ୍ପୃକ୍ତି ଅଭିଯୋଗରେ କେରଳର ସାମ୍ବାଦିକ ସିଦ୍ଦିକି କପ୍ପାନ ୨ ବର୍ଷ ଧରି ଉତ୍ତରପ୍ରଦେଶ ଜେଲ୍‌ରେ ଥିଲେ। ଶୁକ୍ରବାର ଆହ୍ଲାବାଦ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ଦୁଇବର୍ଷ ପୂର୍ବରୁ ଉତ୍ତରପ୍ରଦେଶର ହଥ୍ରାସ୍‌ରେ ଜଣେ ଦଳିତ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ଖବର ସଂଗ୍ରହ କରିବାକୁ ଯାଇଥିବା ସିଦ୍ଦିକିଙ୍କୁ ଆତଙ୍କବାଦୀ ଅଭିଯୋଗରେ ଗିରଫ କରାଯାଇଥିଲା। ଗତ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ ତାଙ୍କୁ ଆତଙ୍କବାଦ ମାମଲାରେ ଜାମିନ ପ୍ରଦାନ କରିଥିଲେ ମଧ୍ୟ ୨୦୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦାଏର କରିଥିବା ମନିଲଣ୍ଡରିଂ ମାମଲା ପାଇଁ ସେ ଜେଲରୁ ବାହାରିପାରି ନ ଥିଲେ। ଉକ୍ତ ମାମଲାରେ ଶୁକ୍ରବାର ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬: ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଇଣ୍ଡିଆ ମେଣ୍ଟ ବୈଠକରେ ବଡ଼ ନିଷ୍ପତ୍ତି; ଏହି ୫ ପ୍ରସଙ୍ଗ ଉପରେ ମୋହର ମାରିଲେ ବିରୋଧୀ, ଛାନିଆ ହେଲା ଭାଜପା

ନୂଆଦିଲ୍ଲୀ, ୮।୬: ବିରୋଧୀ ଇଣ୍ଡିଆ ବ୍ଲକର ବୈଠକ ସୋମବାର ଜାତୀୟ ରାଜଧାନୀ ଦିଲ୍ଲୀର କନଷ୍ଟିଚ୍ୟୁଶନ କ୍ଲବରେ ଦୀର୍ଘ ଏବଂ ତୀବ୍ର ଆଲୋଚନା ପରେ ସମାପ୍ତ ହୋଇଛି। କଂଗ୍ରେସ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

ରାଘବ ଚଢ଼ାଙ୍କୁ ମିଳିବ ଏହି ଦାୟିତ୍ୱ! ମୋଦି କ୍ୟାବିନେଟ୍‌ରେ ବଡ଼ ପଦବୀ ମିଳିବା ନେଇ ରାଜନୀତିରେ ହଇଚଇ, ହେବେ କି…

ନୂଆଦିଲ୍ଲୀ, ୮।୬: ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରଭନୀତ ସିଂହ ବିଟ୍ଟୁ ଏବଂ ଜର୍ଜ କୁରିଏନ୍‌ଙ୍କୁ ରାଜ୍ୟ ସଭା ଟିକେଟ ନ ମିଳିବା ପରେ ସେମାନଙ୍କୁ ମୋଦି କ୍ୟାବିନେଟରୁ…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri