Posted inଜାତୀୟ

ବଞ୍ଚିଥିବାବେଳେ ଶହ ଶହ ଲୋକଙ୍କ ଜୀବନ ବଞ୍ଚାଇଥିଲେ, ମୃତ୍ୟୁ ପରେ ୮ ଜଣଙ୍କୁ ଦେଲେ ନୂଆ ଜୀବନ

ଥିରୁଭାନନ୍ତପୁରମ୍‌,୨୨।୭: କିଛି ଲୋକ ପୃଥିବୀକୁ ଅନ୍ୟକୁ ସହାୟତା ଦେବାକୁ ଆସିଥାନ୍ତି। ସେମିତି ଜଣେ ଯୁବକ ଥିଲେ ଅନୁଜିଥ୍‌। ୨୭ ବର୍ଷୀୟ ଏହି ଯୁବକ ଜଣଙ୍କ ନିଜ ସ୍ବଳ୍ପ ଜୀବନକାଳ ମଧ୍ୟରେ ଶହ ଶହ ଲୋକଙ୍କ ଜୀବନ ବଞ୍ଚାଇଥିଲେ। ମୃତ୍ୟୁ ପରେ ମଧ୍ୟ ୮ ଜଣଙ୍କୁ ନୂଆ ଜୀବନ ଦେଇଯାଇଛନ୍ତି। ଅନୁଜିଥ୍‌ ୧୦ ବର୍ଷ ପୂର୍ବେ ଏକ ରେଳ ଦୁର୍ଘଟଣାରେ ଶହ ଶହ ଲୋକଙ୍କ ଜୀବନ ବଞ୍ଚାଇବାରେ ସମର୍ଥ ହୋଇଥିଲେ। କିଛି ଦିନ ପୂର୍ବରୁ କୋଟ୍ଟାରକାରରେ ଏକ ବାଇକ୍‌ ଦୁର୍ଘଟଣାରେ ସେ ମୃତ୍ୟୁବରଣ କରିଥିଲେ। ମୃତ୍ୟୁ ପରେ ତାଙ୍କ ଅଙ୍ଗଗୁଡିକ ୮ ଜଣ ଲୋକଙ୍କୁ ନୂଆ ଜୀବନ ଦେଇଥିଲା। ସୂଚନାଯୋଗ୍ୟ, ଜୁଲାଇ ୧୪ରେ କୋଟ୍ଟାରକାର ନିକଟରେ ଅନୁଜିଥ୍‌ଙ୍କ ବାଇକ୍‌ ଦୁର୍ଘଟଣା ଘଟିଥିଲା। ତାଙ୍କୁ ତୁରନ୍ତ ଥିରୁଭାନନ୍ତପୁରମ୍‌ରେ ଥିବା କିମ୍ସ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ବ୍ରେନ୍‌ ଡ୍ରେଡ୍‌ ହୋଇଯାଇଥିଲା। ଅନୁଜିଥ୍‌ ନିଜ ଅଙ୍ଗ ଦାନ କରିବାକୁ ଚାହୁଁଥିତ୍ଲେ। ସ୍ତ୍ରୀ ପ୍ରିସି ଏବଂ ଭଉଣୀ ଅଜାଲ୍ୟା ଏକ ସ୍ବେଚ୍ଛାସେବୀ ସଂସ୍ଥା ସହ ଯୋଗାଯୋଗ କରିଥିଲେ। ପରେ ଅନୁଜିଥ୍‌ଙ୍କ ହୃଦୟ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଲେ ପ୍ରଭାତ ବିଶ୍ୱାଳ, ସେଦିନ ପ୍ୟାରୀଙ୍କ ଘରେ କ’ଣ ସବୁ ହୋଇଥିଲା କହି…

ଭୁବନେଶ୍ୱର,୧ା୩: ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଛନ୍ତି ବିଜେଡିରୁ ବିତାଡ଼ିତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ। ମିଡ୍‌ ନାଇଟ୍‌ ଅପରେଶନ ଓଡ଼ିଶା ରାଜନୀତିରେ ବେଶ୍‌ ଚର୍ଚ୍ଚିତ। କାରଣ…

ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ

ନୂଆପଡ଼ା,୧।୩(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ନୂଆପଡ଼ା ଜିଲାରେ ପୁଣି କଲରାପତରିଆ ବାଘ ଆତଙ୍କ ଦେଖା ଦେଇଛି। ବାଘ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା…

Video: ବୁର୍ଜ ଖଲିଫା ଉପରେ ଆକ୍ରମଣ? ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦୁବଇ ଆତଙ୍କିତ

ଦୁବଇ,୧।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁବାଇରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ବିଶ୍ୱର ସବୁଠାରୁ ଉଚ୍ଚ କୋଠା ବୁର୍ଜ ଖଲିଫା ନିକଟରେ ବିସ୍ଫୋରଣ…

ବ୍ୟାଟ ବଲ ଉପରେ ବୋମା ବାରୁଦର ପ୍ରଭାବ, IPL 2026ରେ ବିଦେଶୀ ଖେଳାଳିଙ୍କ ଆସିବାକୁ ନେଇ ବଢୁଛି ସସପେନ୍ସ…

ନୂଆଦିଲ୍ଲୀ,୧।୩: IPL 2026 ପାଇଁ ପ୍ରସ୍ତୁତି ମଧ୍ୟରେ ପୁଣି ଥରେ କ୍ରିକେଟ ଉପରେ ଭୌଗୋଳିକ ରାଜନୀତି ଛାଇ ଗଲାଣି। T20 ବିଶ୍ୱକପ ଶେଷ ହେବା ସହିତ, ଫ୍ରାଞ୍ଚାଇଜଗୁଡ଼ିକ…

୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…

ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ…

ଲ୍ୟାଣ୍ଡମାଇନ ବିସ୍ଫୋରଣରେ କୋବ୍ରା ବାଟାଲିଅନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଗୁରୁତର, ରାଞ୍ଚି ଏୟାରଲିଫ୍ଟ

ବଣାଇଁ,୧ା୩(ପ୍ରଦୀପ ତ୍ରିପାଠୀ): ଓଡିଶା-ଝାଡ଼ଖଣ୍ଡ ସୀମା ସଂଲଗ୍ନ ସାରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ଚାଲି ଥିବା ବେଳେ ରବିବାର ସକାଳେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି। ଏହି…

ଖାମେନେଇଙ୍କ ଫଟୋକୁ ସିଗାରେଟ ଜଳାଇ ନିଆଁ ଲଗାଇଥିବା ଯୁବତୀ ଏବେ ଖୁବ ଖୁସି କାହିଁକି? ଭାଇରାଲ ହେଉଛି ଭିଡ଼ିଓ

ତେହରାନ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣରେ ମୃତ୍ୟୁ ଘଟିଛି। ଇରାନରେ ଅଶାନ୍ତି ମଧ୍ୟରେ, ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ…

ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍‌ ଆଗରେ: ପଡିଛି କର୍ମଚାରୀ ମୃତଦେହ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା 

ମୁନିଗୁଡା,୧।୩(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡାରେ ଏକ ଅଭାବନୀୟ ଘଟଣା ଘଟିଛି। ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍‌ ଆଗରେ ବ୍ଲକର ଜଣେ ଯୁବ କର୍ମଚାରୀଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri