Posted inଜାତୀୟ

ଦୁଇ ଥର ପତକା ଉତ୍ତୋଳନ କଲେ ମନ୍ତ୍ରୀ

ଥିରୁବାନନ୍ଥପୁରମ,୨୬।୧: ଦେଶର ୭୩ତମ ସାଧାରଣତନ୍ତ୍ର ଦିବସରେ ଲଜ୍ଜିତ କଲା ଭଳି ଏକ ଘଟଣା ସାମ୍ନାକୁ ଆସିଛି। କେରଳର କାସାରାଗଡ୍‌ ଜିଲା କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ବନ୍ଦର ମନ୍ତ୍ରୀ ଅହାମଦ ଦେଭରକୋଇଲ ଓଲ୍‌ଟା ପତକା ଉତ୍ତୋଳନ କରିଛନ୍ତି।

ପତକା ଉତ୍ତୋଳନ ପରେ ମନ୍ତ୍ରୀ, ଡିଏସ୍‌ପିଙ୍କ ସମେତ ଅନ୍ୟ ଅତିଥି ସଲ୍ୟୁଟ କରିଥିଲେ। ଏଭଳି ତ୍ରୁଟି ସମ୍ପର୍କରେ ଅଧିକାରୀଙ୍କୁ ଅବଗତ କରାଇଥିଲେ ଇଭେଣ୍ଟକୁ କଭର କରିବାକୁ ଆସିଥିବା ଖବରଦାତା। ପରେ ମନ୍ତ୍ରୀ ପୁଣି ଥରେ ପତକା ଉତ୍ତୋଳନ କରିଥିଲେ। ଜିଲା ପ୍ରଶାସନ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି। ଅନ୍ୟପକ୍ଷରେ ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ବିରୋଧୀ ଭାଜପା। ପରେ ମନ୍ତ୍ରୀ ଜିଲା ସୁପ୍ରିଟେନଡେଣ୍ଟ ବୈଭବ ସକ୍ସେନାଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ପ୍ରଦେଶରେ ୬୦ କୋଠା ନିର୍ମାଣ କରିଛି ଚାଇନା, ସାଟେଲାଇଟ୍‌ ଫଟୋ କଲା ପର୍ଦ୍ଦାଫାଶ୍‌…

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନାର ଅନୁପ୍ରବେଶ ଜାରି ରହିଛି। ଅରୁଣାଚଳ ପ୍ରଦେଶରେ ଚାଇନା ୬୦ କୋଠା ନିର୍ମାଣ କରିଛି। ସାଟେଲାଇଟ୍‌ ଫଟୋରୁ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ପୂର୍ବରୁ...

ଦାଦା-ପୁତୁରା ହେବେନି ଏକାଠି: ଏକାକୀ ନିର୍ବାଚନ ଲଢିବେ ଶିବପାଲ

ଲକ୍ଷ୍ନୌ, ୧୪।୬: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମେଣ୍ଟ ଭାଙ୍ଗିବା ପରେ ସାନ ଭାଇ ଶିବପାଲ ଯାଦବ ଏବଂ ପୁଅ...

ବିଗୁଡୁଛି ଉନ୍ନାଓ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୬।୮: ଉନ୍ନାଓ ବଳାତ୍କାର ପୀଡିତା ଏବେ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ର ଟ୍ରମା ସେଣ୍ଟରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା...

ଦେଶରେ ୪୫ କୋଟିରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ, ମୁମ୍ବାଇ ଆଗରେ

ନୂଆଦିଲ୍ଲୀ,୧।୧୦: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ୪୫.୧କୋଟି ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ ଅଛନ୍ତି। ଭାରତରେ ଇଣ୍ଟରନେଟ୍‌ ବ୍ୟବହାର...

ଏସ୍‌ଆଇ ସମେତ ୩ ପୋଲିସଙ୍କୁ ହତ୍ୟା କଲେ କୃଷ୍ଣସାର ମୃଗ ଶିକାରୀ

ଗୁନା,୧୪।୫: ମଧ୍ୟପ୍ରଦେଶର ଗୁନାରେ ପୋଲିସ ଓ କୃଷ୍ଣସାର ମୃଗ ଶିକାରୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ କୃଷ୍ଣସାର ମୃଗ ଶିକାରୀମାନେ ୩ଜଣ ପୋଲିସ କର୍ମଚାରୀଙ୍କୁ ଗୁଳି...

ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌ ଲାଗୁ କରିବେନି ମମତା

କୋଲକାତା,୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର କହିଛନ୍ତି ସିଟିଜେନଶିପ ଆମେଣ୍ଡମେଣ୍ଟ ବିଲ୍‌(ସିଏବି) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ...

‘ମନ୍ଦିର ଲାଗି ନୂଆ ଟ୍ରଷ୍ଟର ଆବଶ୍ୟକତା ନାହିଁ’

ଅଯୋଧ୍ୟା, ୧୪ା୧୧ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ସରକାର ନୂଆ ଟ୍ରଷ୍ଟ ଗଠନ କରିବାର ଆବଶ୍ୟକତା ନାହିଁ ବୋଲି ରାମ ଜନ୍ମଭୂମି ନ୍ୟାସ ମୁଖ୍ୟ...

ସମୟ ମଧ୍ୟରେ ଓଟିପି ଅପଲୋଡ୍‌ କରି ନ ଥିବା ଛାତ୍ରଙ୍କ ମାମଲା, ତୁମେ ବସ୍‌ ହରାଇଛ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ଜଣେ ଛାତ୍ରଙ୍କ ଆଡ଼ମିଶନ ପାଇଁ ତାଙ୍କ ପାଖକୁ ପଠାଯାଇଥିବା ଓଟିପି ଧାର୍ଯ୍ୟ ସମୟ ମଧ୍ୟରେ ଅପଲୋଡ୍‌ ନ କରିବାରୁ ତାଙ୍କର ନାମଲେଖା ହୋଇ...

Advertisement
Archives

Model This Week