Posted inଜାତୀୟ

ଆଦି ଶଙ୍କରାଚାର୍ଯ୍ୟଙ୍କୁ ନେଇ କେରଳ ମନ୍ତ୍ରୀଙ୍କ ବିବାଦୀୟ ବୟାନ

ଥିରୁଭାନନ୍ତପୁରମ,୩ ।୧: ଦେଶରେ ବେଳକୁ ବେଳ ବିବାଦୀୟ ବୟାନର ଟ୍ରେଣ୍ଡ ଯେମିତି ବଢି ଚାଲିଛି । ଏବେ କେରଳର ମନ୍ତ୍ରୀ ତଥା ବାମଦଳ ନେତା ଏମବି ରାଜେଶ ବୈଦିକ ଦର୍ଶନର ମୁଖ୍ୟ ତଥା ମହାନ ଦାର୍ଶନିକ ଆଦି ଶଙ୍କରାଚାର୍ଯ୍ୟଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି । ରାଜେଶ ଦାବି କରିଛନ୍ତି କି ଆଦି ଶଙ୍କରାଚାର୍ଯ୍ୟ କ୍ରୁର ଜାତି ବ୍ୟବସ୍ଥାର ସପକ୍ଷରେ ଥିଲେ ।
କେରଳର ବର୍କଲା ସ୍ଥିତ ଶିବଗିରି ମଠରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ ରାଜେଶ ଏହା କହିଛନ୍ତି । ସେ ଆଦି ଶଙ୍କରାଚାର୍ଯ୍ୟ ଓ ନାରାୟଣ ଗୁରୁଦେବଙ୍କ ତୁଳନା କରି କହିଛନ୍ତି ନାରାୟଣ ଶଙ୍କରାଚାର୍ଯ୍ୟଙ୍କ ଆଲୋଚନା କରୁଥିଲେ । ସେ ଆହୁରି ମଧ୍ୟ କହିଛନ୍ତି କେରଳରେ ଯଦି କେହି ଆଚାର୍ଯ୍ୟ ଅଛନ୍ତି ତେବେ ସେ ହେଉଛନ୍ତି ନାରାୟଣ, ଶଙ୍କରାଚାର୍ଯ୍ୟ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri