କେରଳ ଅଭିନେତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ

କୋଝିକୋଡ୍‌,୧୪।୫: କେରଳ ମଡେଲ ତଥା ଅଭିନେତ୍ରୀ ଶାହାନା (୨୦)ଙ୍କର ମୃତଦେହ ତାଙ୍କ କୋଝିକୋଡ୍‌ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଗୁରୁବାର ରାତିରେ ଝରକା ରେଲିଂରୁ ମୃତଦେହ ଝୁଲୁଥିବା ଦେଖାଯାଇଛି। ଅଭିନେତ୍ରୀଙ୍କ ରହସ୍ୟମୟ ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ସାଜଦ (୩୧)ଙ୍କୁ ପୋଲିସ ହାଜତକୁ ନେଇ ପଚରାଉଚରା ଚଳାଇଛି। ଗୁରୁବାର ଶୋହାନାଙ୍କର ୨୦ତମ ଜନ୍ମଦିନ ଥିଲା। ସେ ତାଙ୍କ ଘରକୁ ଯାଇ ଜନ୍ମଦିନ ପାଳିବେ ବୋଲି ମାଆଙ୍କ ସହ ଫୋନ୍‌ରେ କଥା ହୋଇଥିଲେ ଓ ବହୁତ ଖୁସି ଥିଲେ। ତେଣୁ ସେ ଆତ୍ମହତ୍ୟା କରିଥିବେ ବୋଲି ଚିନ୍ତା କରାଯାଇପାରୁନାହଁ ବୋଲି ତାଙ୍କ ମାଆ ଉଭେମା କହିଛନ୍ତି। ସ୍ବାମୀ ସାଜ୍ଜଦ ଝିଅଙ୍କୁ ହତ୍ୟା କରିଥିବା ଉଭେମା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ପାଖରେ ମୁଣ୍ଡ ନୁଆଁଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୯।୧୧: ବହୁ ବାଦବିବାଦ ପରେ ଶେଷରେ ମହାରାଷ୍ଟ୍ରରେ ଶିବସେନା ଭାରତୀୟ ଜନତା ପାର୍ଟି(ଭାଜପା)ଠାରୁ ଅଲଗା ହୋଇ ସରକାର ଗଠନ କରିଛି। ଆଉ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚନ...

ଟିକା ନ ଆସିବା ପର୍ଯ୍ୟନ୍ତ କୋହଳ ହେବନି କଟକଣା: ମୋଦି

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ମାର୍ଗଦର୍ଶିକା ପାଳନ କରିବା ଲାଗି...

ଦାୟିତ୍ୱ ନିର୍ବାହ ସମୟରେ ‘ଲକ୍ଷ୍ମଣରେଖା’ ଭୁଲିବା ଉଚିତ୍‌ ନୁହଁ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେଇ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି...

କ୍ଷୀର କିଣିବାକୁ ଟଙ୍କା ନ ଥିଲା: ୮ମାସ ଶିଶୁର ତଣ୍ଟି ଚିପି ମାରିଦେଲେ ମା’

କନୌଜ, ୧୨।୭: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଭୋକିଲା ଶିଶକୁ କ୍ଷୀର କିଣି ଆଣି ଦେଇ ନ ପାରିବାରୁ ଶେଷରେ ନିଜ...

‘ମୋଦି ସରକାର ଏକଚ୍ଛତ୍ରବାଦୀ’

ନୂଆଦିଲ୍ଲୀ, ୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସାମ୍ପ୍ରଦାୟିକ, ଫାସିବାଦୀ ତଥା ଏକଚ୍ଛତ୍ରବାଦୀ ବୋଲି ସୋମବାର ଆନ୍ଦୋଳନରତ କୃଷକମାନେ ଅଭିଯୋଗ କରିଛନ୍ତି। ଏଥିସହିତ...

ଲକ୍‌ଡାଉନ୍‌ରେ ଭାରତୀୟ ଧନକୁବେର ହୋଇଛନ୍ତି ଅଧିକ ଧନୀ

ନୂଆଦିଲ୍ଲୀ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ସମୟରେ ସାଧାରଣ ଲୋକଙ୍କ ପାଇଁ ବହୁ ସମସ୍ୟା...

ସଲମାନଙ୍କୁ ସମସ୍ତଙ୍କ ଆଗରେ ଚାପୁଡା ମାରିଥିଲେ ଜଣେ ଯୁବତୀ

ବଲିଉଡର ସୁପରଷ୍ଟାର ଅଭିନେତା ଭାବରେ ସଲମାନ ଖାନଙ୍କୁ ବିବେଚନା କରାଯାଏ। ଫିଲ୍ମ ଫ୍ଲପ ହେଉ କିମ୍ବା ସୁପରହିଟ ହେଉ, ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି।...

ରାଗିଲେ ନୱାଜୁଦ୍ଦିନ

ମୁମ୍ବାଇ: ବଲିଉଡ୍‌ରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ନୱାଜୁଦ୍ଦିନ ସିଦ୍ଦିକି । ଅନେକ ସଂଘର୍ଷ ପରେ ସେ ଆଜି ଜଣେ ଆଗଧାଡିର...

Advertisement
Archives

Model This Week