Posted inଜାତୀୟ

‘ କେରଳରେ ଭାଜପା ପାଇଁ ଯାଗା ନାହିଁ ’

ଥିରୁଭାନ୍ଥପୁରମ,୨।୫ : କେରଳରେ ଭାଜପା ପାଇଁ ଯାଗା ନାହିଁ। ଆମ ରାଜ୍ୟ କଦାପି ସାମ୍ପ୍ରଦାୟିକତା ଓ ଧାର୍ମିକ ବିଭେଦକୁ ଗ୍ରହଣ କରିବ ନାହିଁ। ୟୁଡିଏଫ୍‌ର କ୍ରସ ଭୋଟିଂ ଯୋଗୁ ଭାଜପା ଗତ ଥର ଗୋଟିଏ ସିଟ୍‌ ହାତେଇଥିଲା। ଆମେ କହିଥିଲୁ ରାଜ୍ୟରେ ଭାଜପାର ଖାତା ବନ୍ଦ କରିଦେବୁ, ଯାହା ଆମେ କରି ଦେଖାଇଛୁ। କେରଳର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିବା ପରେ ଭାଜପା ସମ୍ପର୍କରେ ଏଭଳି ମନ୍ତବ୍ୟ ଦେଇଛନ୍ତି ମଖ୍ୟମନ୍ତ୍ରୀ ପିନାରାଇ ବିଜୟନ।

୧୪୦ ଆସନ ବିଶିଷ୍ଟ କେରଳରେ ୯୮ ଆସନ ସହ ବାମପନ୍ଥୀ ଦଳ (ଏଲ୍‌ଡିଏଫ୍‌) ପୁଣି ଥରେ ସରକାର ଗଢ଼ିବା ସ୍ପଷ୍ଟ। ଗତ ୨୦୧୬ ନିର୍ବାଚନ ଅପେକ୍ଷା ଦଳ ଏଥର ଅଧିକ ୬ଟି ଆସନ ଜିତିଛି। କଂଗ୍ରେସ ମେଣ୍ଟ ୟୁଡିଏଫ୍‌କୁ ମିଳିଛି ବଳକା ୪୨ ଆସନ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri