ଅଭିନେତାଙ୍କ ନାଁରେ ଲୁକ୍‌ଆଉଟ ନୋଟିସ

ଯୌନ ନିର୍ଯାତନା ଅଭିଯୋଗରେ ମାଲାୟାଲମ ଅଭିନେତା ତଥା ପ୍ରଯୋଜକ ବିଜୟ ବାବୁଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରିଛି କେରଳ କୋଚ୍ଚି ପୋଲିସ। ରିପୋର୍ଟ ଅନୁସାରେ ଡିସିପି କହିଛନ୍ତି, ଏହି ମାମଲାରେ ଅଭିନେତାଙ୍କ ନାଁ ସାମ୍ନାକୁ ଆସିବା ପରେ ସେ ଫେରାର ଅଛନ୍ତି। ତାଙ୍କ ବିରୋଧରେ ଦୁଇଟି ମାମଲା ରୁଜୁ ହୋଇଛି। ପୋଲିସ ଅଭିନେତାଙ୍କ ହୋଟେଲ ଓ ଅଭିନେତାଙ୍କ ଆପାର୍ଟମେଣ୍ଟରେ ଚଢାଉ କରିବା ପରେ ପୋଲିସ ହାତରେ କିଛି ପ୍ରମାଣ ଲାଗିଛି। ତେବେ ଅଭିନେତା ଭାରତ ଫେରିବା ପରେ ଗିରଫ କରାଯିବ। ସେପଟେ ଅଭିନେତା ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି, ସେ ଫେରାର ହୋଇନାହାନ୍ତି, ଏବେ ଦୁବାଇରେ ଅଛନ୍ତି ବୋଲି କହିଛନ୍ତି।
ସୂଚନାନୁସାରେ, ଜଣେ ମହିଳାଙ୍କ ଅଭିଯୋଗ କ୍ରମେ ଏର୍ଣ୍ଣାକକୁଲମ ସାଉଥ ପୋଲିସ ବିଜୟ ବାବୁଙ୍କ ବିରୋଧରେ ମାମଲା ରୁଜୁ କରିଛି। ଗତ ଏପ୍ରିଲ ୨୨ରେ ଅଭିନେତାଙ୍କ ବରୋଧରେ ଅଭିଯୋଗ ଆସିଥିଲା।
ଅଭିଯୋଗକାରୀ କହିବା ଅନୁଯାୟୀ, ଅଭିନେତା ତାଙ୍କୁ କୋଚିର ଏକ ଫ୍ଲାଟରେ ଯୌନ ନିର୍ଯାତନା ଦେଇଛନ୍ତି। ଥରେ ନୁହେଁ ବିଜୟ ବାବୁ ତାଙ୍କ ସହ ବାରମ୍ବାର ଖରାପ କାମ କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ଡିନର୍‌ କରିବାକୁ ଚାହାଁନ୍ତି କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ ଏବେ ତାଙ୍କ ଅପ୍‌ କମିଙ୍ଗ୍‌ ଫିଲ୍ମ ଭାରତ ପାଇଁ ଖୁବ୍‌ ବିଜି ରହୁଛନ୍ତି। ଲଗାତର ଫିଲ୍ମର ପମୋଶନ ଇଭେଣ୍ଟରେ...

ଲତାଙ୍କ ଦେହାନ୍ତ ଗୁଜବ

ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର...

‘ନାଗିନ୍‌-୪’ରେ ରଶ୍ମୀ

ବମ୍ବେ: ଦୀର୍ଘଦିନ ପରେ ଟେଲି ପରଦାକୁ ଫେରୁଛନ୍ତି ଅଭିନେତ୍ରୀ ରଶ୍ମୀ ଦେଶାଇ। ଏକତା କପୁରଙ୍କ ଶୋ’ ‘ନାଗିନ୍‌-୪’ରେ ନଜର ଆସିବେ ସେ। ଶୋ’ରୁ କିଛି ଫଟୋ...

ଐଶ୍ୱର୍ଯ୍ୟାଙ୍କ ଏହି ଗୁଣକୁ ପସନ୍ଦ କରନ୍ତିନି ନଣନ୍ଦ ଶ୍ୱେତା

ମୁମ୍ବାଇ: ଆଜି ଅର୍ଥାତ୍‌ ନଭେମ୍ବର ୧ରେ ହେଉଛି ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଜନ୍ମଦିନ। ଆଜିର ଏହି ଶୁଭଦିନରେ ଜାଣନ୍ତୁ ଅଭିନେତ୍ରୀଙ୍କ ଜୀବନର...

ଦୀପିକାଙ୍କ କାନ୍ସ ଲୁକ୍‌

ମୁମ୍ବାଇ,୨୩ା୫: କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଭାରତୀୟ ସେଲିବ୍ରିଟିମାନେ ସେମାନଙ୍କ ଜଲ୍‌ଓ୍ବା ଦେଖାଇ ଚାଲିଛନ୍ତି। ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଧ୍ୟ ଏହି ଉତ୍ସବରେ ଯୋଗ ଦେଇଛନ୍ତି। ତାଙ୍କର...

ଯନ୍ତ୍ରଣା ବଖାଣିଲେ ଡ୍ରାମା କୁଇନ୍

ଅଭିନେତ୍ରୀ ରାଖୀ ସାୱନ୍ତ ତାଙ୍କ ସ୍ବାମୀ ରିତେଶଙ୍କଠାରୁ ଅଲଗା ହୋଇଛନ୍ତି। ସେମାନେ ସେମାନଙ୍କର ତିନି ବର୍ଷର ବିବାହକୁ ଭାଙ୍ଗି ଦେଇଛନ୍ତି। ଭାଲେଣ୍ଟାଇନ୍ସ ଡେ’ର ଗୋଟିଏ ଦିନ...

ପାକିସ୍ତାନରେ ଶୋ’ କରି ଅଡୁଆରେ ମିକା ସିଂ

ବଲିଉଡର ଲୋକପ୍ରିୟ ଗାୟକ ମିକା ସିଂ ପାକିସ୍ତାନରେ ଏକ ସଙ୍ଗୀତ ଶୋ’ କରି ଅଡୁଆରେ ପଡିଯାଇଛନ୍ତି। ଉଭୟ ଭାରତ ଏବଂ ପାକିସ୍ତାନର ଦର୍ଶକ ତାଙ୍କୁ ସୋସିଆଲ...

ନେଗେଟିଭ ରୋଲ୍‌ ପାଇଁ ଶ୍ରୀୟା ଖୁସି

ମୁମ୍ବାଇ: ୨୦୧୮ରେ ରିଲିଜ ହୋଇଥିବା କ୍ରାଇମ୍‌ ଥ୍ରୀଲର ଫିଲ୍ମ ‘ଅନ୍ଧାଧୂନ’କୁ ଅନେକ ଦର୍ଶକ ପ୍ରଶଂସା କରିଥିଲେ। ଏହି ଫିଲ୍ମରେ ଅଭିନେତ୍ରୀ ତବୁଙ୍କ ନେଗେଟିଭ ଚରିତ୍ରକୁ ସିନେ...

Advertisement
Archives

Model This Week