Posted inଜାତୀୟ

କେରଳ ଟ୍ରେନ ଘଟଣା: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କୋଝିକୋଡ, ୩ା୪: କେରଳର କୋଝିକୋଡ ଜିଲାରେ ଏକ ଏକ୍ସପ୍ରେସ ଟ୍ରେନ୍‌ର ଯାତ୍ରୀଙ୍କୁ ନିଆଁ ଲଗାଇ ଦେଇଥିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ତେବେ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଶାହାରୁଖ ସୈଫି। ମହାରାଷ୍ଟ୍ରର ରତ୍ନାଗିରି ନିକଟରେ ତାଙ୍କୁ ଧରାଯାଇଥିବା ଜଣାପଡିଛି। ସ୍ବତନ୍ତ୍ର ତଦନ୍ତକାରୀ ଟିମ (ଏସଆଇଟି) ଗଠନ କରାଯାଇ ଦଦନ୍ତ କରାଯାଉଥିଲା। ଏଥିସହ ଅଭିଯୁକ୍ତଙ୍କ ସ୍କେଚ ଜାରି କରାଯାଇଥିଲା।
ରବିବାର ରାତି ୯ଟା ୪୫ରେ ଏହି ମର୍ମନ୍ତୁଦ ଘଟଣା ଘଟିଥିବା ବେଳେ ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫେଲ୍ ମାରିଛି ବସୁଧା ଯୋଜନା, ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ

ଆର ଉଦୟଗିରି,୨୪।୪(ମନୋଜ କୁମାର ପାଢୀ): ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ରସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି…

ସପ୍ତାହେ ହେଲା କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ

ଲୋଇସିଂହା,୨୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅଧୀନ କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଗୋଟିଏ ସପ୍ତାହ ହେଲା ଅଚଳ ହୋଇପଡ଼ିଛି। ପ୍ରକଳ୍ପର କେବୁଲକୁ କେହି ଦୁର୍ବୃତ୍ତ…

ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ: ସ୍ଥାୟୀ ସମାଧାନ ଦାବି

ପଦ୍ମପୁର,୨୪ା୪ (ପ୍ରଦୀପ୍ତ ଦାଶ):ପଦ୍ମପୁରରେ ଚିରାଚରିତ ସମସ୍ୟାରେ ପରିଣତ ହୋଇସାରିଛି ପାନୀୟ ଜଳ ସମସ୍ୟା। ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଏହାର ସ୍ଥାୟୀ…

ଘରେ କେହି ନଥିବା ସୁଯୋଗ ନେଇ ଲୁଟିନେଲେ ଦୁର୍ବୃତ୍ତ, ୩ ଲକ୍ଷ ସହ ସୁନା ଗହଣା…

କଲ୍ୟାଣସିଂହପୁର,୨୪।୪(ଦୀପକ କୁମାର ପରିଡା): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି…

ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ

ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ କ୍ରିୟାଂଶ ପାତ୍ର: ଛୁଟୁଛି ଶୁଭେଚ୍ଛାର ସୁଅ

କୃଷ୍ଣପ୍ରସାଦ,୨୪ା୪(କୈଳାସ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦଗଡ଼ର ୨ ବର୍ଷ ୪ ମାସର କ୍ରିୟାଂଶ ପାତ୍ର ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି।…

ବର୍ବରତା…ମାଆର ମୁଣ୍ଡ କାଟିଲେ; ବାପା-ଭଉଣୀଙ୍କୁ ଆକ୍ରମଣ କଲେ ଝିଅ, କଟା ମୁଣ୍ଡ ପାଖରେ ରାତିସାରା ଜଗି ବସିଲେ

ନୂଆଦିଲ୍ଲୀ,୨୪ା୪: ଆସାମର ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ଜିଲାର ଡେରାମୁଖ ଲାଲୁଙ୍ଗ ଗାଁରୁ ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଠାରେ ଜଣେ ୧୯ ବର୍ଷୀୟା ଯୁବତୀ…

ଚଳିତ ଶିକ୍ଷାବର୍ଷରେ ଏତିକି ଦିନ ସ୍କୁଲ ଖୋଲା, ଜାଣନ୍ତୁ କେଉଁ ମାସରେ କେତେ ଦିନ…

ଭୁବନେଶ୍ବର,୨୪ା୪(ସୁଚିସ୍ମିତା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri