Posted inଜାତୀୟ

କେସିଆର ସରକାରଙ୍କୁ କ୍ଷମତାଚ୍ୟୁତ କରିବା ଆବଶ୍ୟକ, କହିଲେ ନଡ୍ଡା…

ହାଇଦ୍ରାବାଦ, ୨୭।୮ : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତେଲେଙ୍ଗାନା ଗସ୍ତରେ ଅଛନ୍ତି। ଡ୍‌ସେ ଶନିବାର ଓ୍ବାରଙ୍ଗଲସ୍ଥିତ ଭଦ୍ରକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଏହା ପରେ ୱାରଙ୍ଗଲରେ ଏକ ରାଲିକୁ ସମ୍ବୋଧିତ କରିବାବେଳେ କହିଥିଲେ ଯେ ଆଗାମୀ ଦିନରେ ଯେତେବେଳେ ଲୋକମାନେ ଭାଜପା ସରକାର ଚୟନ କରିବେ, ଆମେ ମୁକ୍ତି ଦିବସ ପାଳନ କରିବୁ।

ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ (କେସିଆର) କଲ୍ୟାଣ ନୀତିରେ ବାଧା ସୃଷ୍ଟି କରୁଛନ୍ତି ଯାହା କେନ୍ଦ୍ର କାର୍ଯ୍ୟକାରୀ କରିବାକୁ ଚାହୁଁଛି। କେସିଆର୍‌ ସରକାର ଦୁର୍ନୀତିଗ୍ରସ୍ତ। ଏହିପରି ଦୁର୍ନୀତିଗ୍ରସ୍ତ ତଥା ଏକଛତ୍ରବାଦୀ ଶାସନକୁ କ୍ଷମତାଚ୍ୟୁତ କରିବା ଜରୁରୀ ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ ଏଠାରେ ଥିବା କେସିଆର ସରକାର ମୋର ରାଲି କରିବାକୁ ଅନୁମତି ଦେବାକୁ ମଧ୍ୟ ଚାହୁଁନାହାଁନ୍ତି। ଏହି ସମାବେଶ ପାଇଁ କୋର୍ଟଙ୍କ ଠାରୁ ଅନୁମତି ନେବାକୁ ପଡୁଛି। ନିର୍ବାଚନରେ ଏଭଳି ସରକାରର ଉତ୍ତର ଦେବେ ରାଜ୍ୟବାସୀ। ଲୋକମାନେ ଏଥର ଭାଜପା ସରକାର ବାଛିବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?