Posted inଜାତୀୟ

‘କେସିଆର ପାର୍ଟି ଭାଜପାର ବି-ଟିମ’

ନୂଆଦିଲ୍ଲୀ,୧୮।୮: ଚଳିତ ବର୍ଷ ତେଲେଙ୍ଗାନା ସମେତ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନର କିଛି ମାସ ପୂର୍ବରୁ ତେଲେଙ୍ଗାନାରେ ରାଜନୀତି ସରଗରମ ହୋଇଛି। କଂଗ୍ରେସକୁ ଟାର୍ଗେଟ କରି ଦାରିଦ୍ର୍ୟ ଦୂରୀକରଣ କରିବା ପରିବର୍ତ୍ତେ ଗରିବ ଲୋକଙ୍କୁ ବିନାଶ କରୁଥିବା ଅଭିଯୋଗ କରିଛନ୍ତି ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌) ନେତା କେ. କବିତା। କରିଛି। କଂଗ୍ରେସ ଏହାର ଜବାବ ଦେଇଛି।
କଂଗ୍ରେସ ରାଜ୍ୟ ସଭାପତି ରେଭନ୍ତ ରେଡ୍ଡୀ କବିତାଙ୍କ ବିବୃତ୍ତିର ଜବାବ ଦେଇ କହିଛନ୍ତି, ବିଆରଏସ ତେଲେଙ୍ଗାନାରେ ଭାଜପାର ବି-ଟିମ ହୋଇଛି। ଆପଣ ଭାବୁଛନ୍ତି ଏହି ବିଆରଏସର ଅର୍ଥ ହେଉଛି ଭାରତ ରାଷ୍ଟ୍ର ସମିତି, କିନ୍ତୁ ରାହୁଲ ଗାନ୍ଧୀ ଯେପରି ସ୍ପଷ୍ଟ ଭାବରେ କହିଛନ୍ତି ଏହାର ଅର୍ଥ ହେଉଛି ‘ଭାଜପା ସମ୍ପର୍କୀୟ ସମିତି’। ରାଜ୍ୟରେ କଂଗ୍ରେସ ଦଳକୁ ପରାସ୍ତ କରିବାକୁ ବିଆରଏସ ଭାଜପାର ବି-ଟିମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri