Posted inଖେଳ

୧୦ ଓଭରରେ ୧୦ ମେଡେନ୍‌ ୨ ଉଇକେଟ୍‌ ନେଇ ଚହଳ ସୃଷ୍ଟି କଲେ ଏହି ବୋଲର୍‌

ଲଣ୍ଡନ,୬।୯: ଦିନିକିଆ କ୍ରିକେଟରେ ଏପରି କିଛି ଘଟଣା ଘଟିଛି, ଯାହା ଶୁଣି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଜଣେ ବୋଲର ୧୦ ଓଭରରେ ଗୋଟିଏ ବି ରନ ଦେଇ ୨ଟି ଉଇକେଟ୍‌ ନେଇଛନ୍ତି। କେଣ୍ଟ କ୍ରିକେଟ ଲିଗର ଏକ ମ୍ୟାଚରେ ବେପଚାଇଲ୍ଡ କ୍ରିକେଟ କ୍ଲବ ବୋର୍ଷ୍ଟାଲ କ୍ରିକେଟ କ୍ଲବକୁ ୪୪ ରନରେ ପରାସ୍ତ କରିଛି । ବେପଚାଇଲ୍ଡ କ୍ଲବ୍‌ର ଅଫ ସ୍ପିନର କେଶା ରାଜଦୁରାଇ ୧୦ ଓଭରରେ ଗୋଟିଏ ବି ରନ ଦେଇ ନ ଥିଲେ। ଅର୍ଥାତ୍‌ ସେ ପକାଇଥିବା ୬୦ ବଲରେ ବ୍ୟାଟ୍ସମ୍ୟାନ୍‌ କୌଣସି ରନ ସ୍କୋର କରିପାରି ନ ଥିଲେ। କେବଳ ଏତିକି ନୁହେଁ ସେ ୨ ଉଇକେଟ ନେଇ ଦଳକୁ ବିଜୟ ପ୍ରଦାନ କରିଥିଲେ।
ଟସ ଜିତିବା ପରେ ବେପଚାଇଲ୍ଡ କ୍ଲବ୍‌ର ଦଳ ୪୬.୧ ଓଭରରେ ୧୬୫ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ। ରିକି ଡେଲ ୪୭ ଏବଂ କ୍ୟାଲୁମ ଲେରି ୪୩ ରନ ସ୍କୋର କରିଥିଲେ। ଡେଲ ୧୦୮ ବଲ୍‌ର ସମ୍ମୁଖୀନ ହୋଇଥିଲେ ଏବଂ ୫ ଚୌକା ମାରିଥିଲେ। ୭ ବ୍ୟାଟ୍ସମ୍ୟାନ ଡବଲ ଫିଗରକୁ ଛୁଇଁ ପାରି ନ ଥିଲେ। ୫ ବୋଲର ୨-୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri