ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ ସୃଷ୍ଟି କରୁଛି । ଲୋକେ ଘରୁ ବାହାରି ନପାରି ନାହିଁ ନଥିବା ସମସ୍ୟା ଭୋଗୁଥିବା ଦେଖିବାକୁ ମିଳିଛି ।

ଅଧିକାଂଶ ସ୍ଥାନରେ ଲୋକଙ୍କ ଘରେ ପାଣି ପଶିଯାଇଛି । ବର୍ଷାଜଳ ଠିକ ଭାବେ ହଁଶୁଆ ନଦୀକୁ ନିଷ୍କାସିତ ନହୋଇପାରିବା ଜଳବନ୍ଦୀର ମୁଖ୍ୟ କାରଣ ବୋଲି କୁହାଯାଉଛି। କନ୍ଦରପୁର ଥାନା ନିକଟରେ ଥିବା ସାଇଫନରେ ପାଣି ନିଷ୍କାସନର ସମସ୍ୟା ସୃଷ୍ଟି ହୋଇଛି ।ସାଇଫନକୁ ସଂଯୋଗ କରୁଥିବା ଡ୍ରେନଟି ଲେବଲ୍ କ୍ରସିଂ ନିକଟରେ ମାଟିରେ ପୋତି ହୋଇଯିବା କାରଣରୁ ଜଳ ନିଷ୍କାସନର ପ୍ରତିବନ୍ଧକ ସୃଷ୍ଟି ହୋଇଛି । ଖରାଦିନ ଯିବାପରେ ମଧ୍ୟ ଡ୍ରେନରୁ ଦଳ, ପଙ୍କ ବାହାର କରାଯାଇ ନାହିଁ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri