Posted inଜାତୀୟ

ଆଗାମୀ ନିର୍ବାଚନରେ ୩୦୦ରୁ ଊର୍ଦ୍ଧ୍ୱ ଆସନରେ ଭାଜପା ବିଜୟୀ ହୋଇ ୟୁପିରେ ଗଢିବ ସରକାର: ମୋର୍ଯ୍ୟ

ଲକ୍ଷ୍ନୌ,୭ ।୧୨: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ସମୟ । ଆଉ ଏହାରି ଭିତରେ ସମସ୍ତ ରାଜନୈତୀକ ଦଳ ବଳ କଷିବାକୁ ପ୍ରସ୍ତୁତ ହେଉଛନ୍ତି । ନିଜର ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ଉତ୍ତର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ଏକ ଦାବି କରିଛନ୍ତି । ସେ କହିଛନ୍ତି ୨୦୨୨ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ୩୦୦ରୁ ଅଧିକ ଆସନରେ ବିଜୟୀ ହୋଇ ଉତ୍ତର ପ୍ରଦେଶରେ ସରକାର ଗଠନ କରିବ । ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିଛି । ଗୋରଖପୁର କାର୍ଯ୍ୟକ୍ରମ ସମେତ ଗଙ୍ଗା-ଏକ୍ସପ୍ରେସ ୱେ ଓ ଅନ୍ୟ ଆୟୋଜନକୁ ନେଇ ଆଲୋଚନା ହୋଇଛି । ତେଣୁ ଆଗାମୀ ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ଆସନରେ ବିଜୟୀ ହେବ ବୋଲି ସେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri