କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ଓଡ଼ିଆ ଜାତୀୟତା ଜାଗରଣ ଅଭିଯାନ ‘ବିଶ୍ୱ ଓଡ଼ିଶା’ର ନବବର୍ଷ ସଂକଳ୍ପ କାର୍ଯ୍ୟକ୍ରମ ଅଧ୍ୟକ୍ଷ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଏହି ଦାୟିତ୍ୱ ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବିଶ୍ୱବ୍ୟାପୀ ଓଡ଼ିଆଙ୍କ ମଧ୍ୟରେ ସମ୍ପର୍କ, ସମନ୍ବୟ ରଖି ଓଡ଼ିଶାର ସାମଗ୍ରିକ ବିକାଶ ଦିଗରେ କାର୍ଯ୍ୟ କରିବା ସହ ଆଗାମୀ ଦିନରେ ଓଡ଼ିଶାର କଳା, ସ୍ଥାପତ୍ୟ, ଭାସ୍କର୍ଯ୍ୟ, ଭାଷା, ସାହିତ୍ୟ, ସଂସ୍କୃତି, ଖାଦ୍ୟ ପାନୀୟ, ବେଶ ପୋଷାକ ତଥା ପର୍ଯ୍ୟଟନକୁ ବିଶ୍ୱବ୍ୟାପୀ ପ୍ରଚାର ପ୍ରସାର କରିବ ବୋଲି ନବନିଯୁକ୍ତ ଅଧ୍ୟକ୍ଷ ଦାଶ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଗିଲା ୨୫ ଲକ୍ଷ ଟିକା

ଭୁବନେଶ୍ୱର,୧୩ା୫(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଟିକାକରଣ କାର୍ଯ୍ୟକ୍ରମକୁ ବ୍ୟାପକ କରିଛନ୍ତି। ତେବେ ଟିକା ପର୍ଯ୍ୟାପ୍ତ ଉପଲବ୍ଧ ହେଉ ନ ଥିବାରୁ ଟିକାଦାନ ବାଧାପ୍ରାପ୍ତ...

ଉତ୍‌ଖନନ ପରେ ଭୁଲିଗଲେ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):କେବଳ ଉପକୂଳ ନୁହେଁ, ଆଭ୍ୟନ୍ତରୀଣ ଓଡ଼ିଶାରେ ବି ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ଘଟିଥିଲା। ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଆଦିି ଜିଲାରେ ବୌଦ୍ଧ ଧର୍ମାବଲମ୍ବୀ...

ଜନ୍ମମୃତ୍ୟୁ ପଞ୍ଜୀକରଣ ତାଲିମ ଆରମ୍ଭ

ଭୁବନେଶ୍ୱର,୨୭ା୫: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବାସ୍ଥ୍ୟ ସୂଚନା ଓ ସ୍ବାସ୍ଥ୍ୟ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଓ ୟୁନିସେଫ୍‌ ଆନୁକୂଲ୍ୟରେ ଏକ ଦୁଇଦିନିଆ ତାଲିମ...

ପୋଷ୍ଟ ପିଅନଙ୍କୁ କରୋନା

ଚିତ୍ରଡ଼ା,୨୨ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳର ଜଣେ ପୋଷ୍ଟ ପିଅନ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି।...

ପରୀକୁ ନ୍ୟାୟ ଦିଆଯାଉ: ଡି.ପୁରନ୍ଦେଶ୍ୱରୀ

ନୟାଗଡ ଅଫିସ୍‌, ୧୦।୧୨: ପରୀ ହତ୍ୟା ଘଟଣାରେ ଭାଜପା ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଗୁରୁବାର ନୟାଗଡ଼ର ଯଦୁପୁରରେ ପହଞ୍ଚି ମୃତକଙ୍କ ବାପାମାଙ୍କୁ ଭେଟିଲେ। ଏହାସହ ମୃତଦେହ...

ବାଙ୍ଗିରିପୋଷିରେ ଅନ୍ତର୍ଜାତୀୟ ଯୋଗ ଦିବସ

ବାଙ୍ଗିରିପୋଷି,୨୨ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ପତଞ୍ଜଳି ଯୋଗ ପୀଠ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ପ୍ରଶିକ୍ଷକ ମନୋରଞ୍ଜନ ବେହରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ...

ରେଙ୍ଗାଳି କେନାଲରେ ଘାଇ : ୨୦ ଏକରରୁ ଊର୍ଦ୍ଧ୍ୱ ଜମି ବାଲିଚର

ଭୁବନ, ୨୦।୭(ଡି.ଏନ.ଏ.) – ମାତ୍ରାଧିକ ପାଣି ଛଡ଼ାଯିବା କାରଣରୁ ରେଙ୍ଗାଳି ବାମ ଶାଖା କେନାଲର ୨ଟି ସ୍ଥାନରେ ବନ୍ଧ ଭାଙ୍ଗି ଘାଇ ସୃଷ୍ଟି ହୋଇଛି। ଏଥିରେ...

ମଞ୍ଚାରେ ଶୋଇଥିଲେ ଯୁବକ, ରାତିରେ ଆସିିଲା ହାତୀ…

ଝୁମ୍ପୁରା/କେନ୍ଦୁଝର,୨୭।୯(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାଲିବନ୍ଧ ବନାଞ୍ଚଳ ଅଧୀନ ଜଙ୍ଗଲ ପାର୍ଶ୍ୱ ଗ୍ରାମ ପୁରୁଣାପାଣିରେ ସୋମବାର ଭୋରରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ...

Advertisement
Archives

Model This Week