ଜିଲାପାଳ ମାଗିଲେ କେସିଙ୍ଗା ଏନ୍‌ଏସି ଭିତ୍ତିଭୂମିର ବିବରଣୀ

କେସିଙ୍ଗା, ୯ା୫(ତୁମେଶ୍ୱର ସାହୁ)-କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ କଳାହାଣ୍ଡି ଜିଲାପାଳଙ୍କୁ ଭିତ୍ତିଭୂମିର ବିବରଣୀ ମାଗିଥିଲେ। ଜିଲାପାଳ ତାଙ୍କ ଚିଠି ସଂଖ୍ୟା ୩୧୯/୮ା୫ା୨୫ ଅନୁସାରେ ଜିଲା ପଞ୍ଚାୟତ ଅଫିସର କଳାହାଣ୍ଡି, ଉପଜିଲାପାଳ ଭବାନୀପାଟଣା, କେସିଙ୍ଗା ବିଡିଓ, ତହସିଲଦାର ଓ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ତୁରନ୍ତ ଭିତ୍ତିଭୂମି ବିବରଣୀ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ କେସିଙ୍ଗା ସିଟିଜେନ ଫୋରମର ସଭାପତି ଡା. ହେମରାଜ ସାହା ଗତ ୬ ତାରିଖରେ ରାଜ୍ୟ ସରକାରଙ୍କ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରିନ୍ସିପାଲ ସେକ୍ରେଟାରି ଊଷା ପାଢ଼ୀଙ୍କୁ ୯ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଦାବିକୁ ଗ୍ରହଣକରି ଗୃହ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ଶାସନ ସଚିବଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୧୦୨୮୨/୬ା୫ା୨୫ରେ ଜିଲାପାଳଙ୍କୁ ଭିଭିଭୂମି ଓ ଅନ୍ୟାନ୍ୟ ତଥ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri