ଜଳ ସମ୍ପଦ ଓ ସୂଚନା ଲୋକସମ୍ପର୍କ ମନ୍ତ୍ରୀଙ୍କ କେସିଙ୍ଗା ଗସ୍ତ: ଉଠାଜଳସେଚନ ନିର୍ମାଣ ଦାବି

କେସିଙ୍ଗା,୨୭।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସୁକୁନାଭଟାକୁ ବୁଧବାର ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାଶ ଓ ନର୍ଲା ବିଧାୟକ ଭୂପିନ୍ଦର ସିଂ ଗସ୍ତରେ ଯାଇଛନ୍ତି। ସେମାନେ ଭବାନୀପାଟଣାରୁ ବାହାରି କେସିଙ୍ଗା ବ୍ଲକର ସୁକୁନାଭଟାରେ ପହଞ୍ଚି ଥିଲେ। ପରେ ସେଠାରୁ ଏକ ଟ୍ରାକ୍ଟର ଯୋଗେ ଯାଇ ତେଲ୍‌ନଦୀ ପରିଦର୍ଶନ କରିଥିଲେ l ଚାଷୀଙ୍କ ସୁବିଧା ପାଇଁ ଏକ ଉଠାଜଳସେଚନ ନିର୍ମାଣ କରିବା ପାଇଁ ସ୍ଥାନ ନିରୂପଣ କରିଥିଲେ। ସେଠାରୁ ବ୍ଲକର ହାତୀଖୋଜ ଗ୍ରାମସ୍ଥିତ ବୃହତ୍‌ ଉଠାଜଳସେଚନ ପ୍ରକଳ୍ପର ବିଭିନ୍ନ ଯନ୍ତ୍ରାଂଶ ବୁଲି ଦେଖିଥିଲେ l ଚାଷୀମାନେ ମନ୍ତ୍ରୀ ଓ ବିଧାୟକଙ୍କ ସହିତ ଦୀର୍ଘ ସମୟ ଜଳସେଚନ ବିଷୟରେ ଆଲୋଚନା କରିଥିଲେ। ରାହୁଲ, ଉତେଇ, ସାନ୍ଧୁଲ ଓ ତେଲ୍‌ନଦୀ ପାର୍ଶ୍ୱରେ ନୂତନ ପ୍ରକଳ୍ପ ନିର୍ମାଣ ପାଇଁ ବିଧାୟକ ପ୍ରସ୍ତାବ ଦେଇଥିଲେ। ପରଲସିଙ୍ଗା ଗ୍ରାମକୁ ଏକ ନୂତନ ପାଇପ୍‌ ଲାଇନ ସଂଯୋଗ କରିବାକୁ ମଧ୍ୟ ବିଧାୟକ ଦାବି ଜଣାଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri