କେସିଙ୍ଗା ପରିଦର୍ଶନ କଲେ ନୂଆ ଜିଲାପାଳ

କେସିଙ୍ଗା,୨୮।୬(ଡିି.ଏନ୍‌ .ଏ.): କଳାହାଣ୍ଡି ଜିଲାର ନୂତନ ଜିଲାପାଳ ପି. ଅନ୍ବେସା ରେଡି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ଦାୟିତ୍ୱ ଗ୍ରହଣ ପରେ ମଙ୍ଗଳବାର ସେ ଜୁଲାଇ ପ୍ରଥମ ସପ୍ତାହରେ ଉଡାଣ ଭରିବାକୁ ଥିବା ଉତକେଲା ଏୟାର ଷ୍ଟ୍ରିପ୍‌କୁ ଯାଇ ପରିଦର୍ଶନ କରିଥିଲେ। ସେଠାରେ ପୂର୍ତ୍ତ ବିଭାଗର ଇଞ୍ଜିନିୟରଙ୍କ ସହ ଆଲୋଚନା କରିଥିଲେ। ସେଠାରୁକେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିଦର୍ଶନ କରିବା ସମୟରେ ସେଠାରେ ତାଙ୍କୁ ସ୍ବାଗତ କରାଯାଇଥିଲା। ପରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନେଇ ବିଡିଓଙ୍କ ସହ ଅଧିକ ଆଲୋଚନା କରି ସେ ଭବାନୀପାଟଣା ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ଜାତୀୟ ‘ନାଦେରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ନାଦେରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri