Posted inଫୁରସତ

କ୍ୟାଚଅପ୍‌ ବ୍ୟବହାର କରି ଜାଣନ୍ତୁ ସମ୍ପର୍କ ମଜବୁତ ଅଛି କି ନାହିଁ!

ସୋସିଆଲ ମିଡିଆରେ ଏକ ଅଜବ ଟ୍ରେଣ୍ଡ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ମହିଳାମାନେ କେଚଅପ ଦ୍ୱାରା ନିଜ ରିଲେଶନଶିପ କେତେ ମଜବୁତ ପରଖୁଛନ୍ତି। ଏହାକୁ କ୍ୟାଚଅପ୍‌ ଚ୍ୟାଲେଞ୍ଜର ନାମ ଦିଆଯାଇଛି।
ଏହି ଚ୍ୟାଲେଞ୍ଜନୁସାରେ ମହିଳାମାନେ ରୋଷଇଘରେ କ୍ୟାଚଅପ୍‌ ଢାଳୁଛନ୍ତି। ପରେ ନିଜ ପୁରୁଷ ସାଥୀଙ୍କୁ ଡାକି ଏହାକୁ ସଫା କରିବା ପାଇଁ କହୁଛନ୍ତି। ଶୁଣିଲେ ଏହି ଚ୍ୟାଲେଞ୍ଜ ସହଜିଆ ଲାଗୁଥିଲେ ମଧ୍ୟ ଭିତର ଦୃଶ୍ୟ କିଛି ଅଲଗା ରହୁଛି।

ଜଣେ ମହିଳା ଏସମ୍ପର୍କିତ ଏକ ଭିଡିଓ ଟିକଟିକରେ ଅପଲୋଡ କରିଛନ୍ତି। ଯେଉଁଥିରେ ସେ ଚଟାଣରେ କ୍ୟାଚଅପ ଢାଳୁଥିବାର ନଜିର ଆସିଛନ୍ତି। ପରେ ତାଙ୍କ ବୟଫ୍ରେଣ୍ଡ ଏହାକୁ ଟାଓ୍ବଲରେ ଭଲ ଭାବରେ ସଫା କରୁଛନ୍ତି। କିନ୍ତୁ ଏକ ଭାଇରାଲ ଭିଡିଓରେ ପୁରୁଷ ବନ୍ଧୁଜଣକ ଅତି ଅପରିଷ୍କାର ଭାବେ ଏହାକୁ ସଫା କରୁଛନ୍ତି। ଏହି ଚ୍ୟାଲେଞ୍ଜ ଦ୍ୱାରା ପରଖାଯାଉଛି କି, ପୁରୁଷ ବନ୍ଧୁଜଣକ ତାଙ୍କ କଥା ମାନୁଛନ୍ତି କି ନାହିଁ। ଏହି ଜିନିଷ କରିବାକୁ ତାଙ୍କୁ କୁଣ୍ଠିତ ଲାଗୁଛି କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri