କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ ରାଶିର ସୱାସ୍ଥ୍ୟ, ଆର୍ଥିକ ସ୍ଥିତି ଏବଂ ମାନସିକ ସୱାସ୍ଥ୍ୟ ଉପରେ ପ୍ରଭାବ ପଡ଼ିବ।

ମଘା ନକ୍ଷତ୍ରର ସ୍ୱାମୀ ନିଜେ କେତୁ ଅଟନ୍ତି। ମଘା ନକ୍ଷତ୍ରର ପ୍ରଥମ ପାଦରେ କେତୁଙ୍କ ଚଳନ ଯୋଗୁଁ କ୍ଷତି ହେବାର ସମ୍ଭାବନା ରହିଛି।

ବୃଷ ରାଶି

ଆପଣଙ୍କୁ ଘର-ପରିବାରରେ ଉତ୍ତେଜନା କିମ୍ୱା ମାନସିକ ଚାପର ସମ୍ମୁଖୀନ ହେବାକୁ ପଡ଼ିପାରେ। ସୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାରର ସଦସ୍ୟମାନଙ୍କ ସହିତ ଭାବନାତ୍ମକ ଦୂରତା ଅନୁଭବ ହୋଇପାରେ। ସମ୍ପତ୍ତି ବାବଦରେ ବିବାଦ ଦେଖାଦେବାର ଆଶଙ୍କା ରହିଛି।

କର୍କଟ ରାଶି

କର୍କଟ ରାଶିର ବ୍ୟକ୍ତିବିଶେଷଙ୍କୁ ଆର୍ଥିକ ଦୃଷ୍ଟିକୋଣରୁ ସତର୍କ ରହିବାକୁ ପଡ଼ିବ। ତରବରିଆ ଭାବେ କୌଣସି ପଦକ୍ଷେପ ନେଲେ କ୍ଷତି ହୋଇପାରେ। ନୂଆ ନିବେଶ କରିବାରୁ ନିବୃତ୍ତ ରୁହନ୍ତୁ। ଯେକୌଣସି କାର୍ଯ୍ୟ ଯୋଜନା ପ୍ରସ୍ତୁତ କରି କରନ୍ତୁ।

ସିଂହ ରାଶି

ସିଂହ ରାଶିର ଲୋକଙ୍କ ମନରେ ଭବିଷ୍ୟତକୁ ନେଇ ଦ୍ୱନ୍ଦ୍ୱ କିମ୍ୱା ଅନିଶ୍ଚିତତାର ସ୍ଥିତି ସୃଷ୍ଟି ହୋଇପାରେ। କାମଧନ୍ଦାକୁ ନେଇ ଚିନ୍ତାରେ ରହିବାକୁ ପଡ଼ିପାରେ। ସୂର୍ଯ୍ୟଦେବଙ୍କ ଆରାଧନା କଲେ ଶୁଭଫଳ ମିଳିପାରେ।

କନ୍ୟା ରାଶି

କନ୍ୟା ରାଶିର ବ୍ୟକ୍ତିମାନଙ୍କୁ ମାନସିକ ସ୍ତରରେ ଅଶାନ୍ତି ଭୋଗିବାକୁ ପଡ଼ିପାରେ। ଆର୍ଥିକ ଦୃଷ୍ଟିକୋଣରୁ ସମୟ ଟିକେ କଷ୍ଟକର ରହିପାରେ। ଖର୍ଚ୍ଚ କରିବା ପୂର୍ୱରୁ ଭଲଭାବେ ଚିନ୍ତା-ବିଚାର କରିନିଅନ୍ତୁ। ପ୍ରଭୁ ହନୁମାନଙ୍କ ପୂଜାର୍ଚ୍ଚନା କଲେ ଲାଭ ମିଳିବ।

କୁମ୍ଭ ରାଶି

କୁମ୍ଭ ରାଶିର ଲୋକଙ୍କର ଜୀବନସାଥୀଙ୍କ ସହିତ ମନୋମାଳିନ୍ୟ କିମ୍ୱା ବିବାଦ ହୋଇପାରେ। କେତୁ ଗ୍ରହଙ୍କ ପାଦ ନକ୍ଷତ୍ର ଚଳନ ଯୋଗୁଁ ଏହିସବୁ ରାଶିର ଲୋକମାନେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ତେଣୁ ଏହି ସମୟରେ ବିଶେଷ ସାବଧାନତା ଅବଲମ୍ୱନ କରିବା ଜରୁରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?