Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ସନ୍ୟାସ ଘୋଷଣା କରି ଚମକାଇଲେ ଷ୍ଟାର କ୍ରିକେଟର

ନୂଆଦିଲ୍ଲୀ,୧୬।୮: ଆୟର୍ଲାଣ୍ଡର ତାରକା ଅଲରାଉଣ୍ଡର କେଭିନ୍‌ ଓ’ ବ୍ରାଇନ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ସେ ନିଜର ଟୁଇଟର ଆକାଉଣ୍ଟରେ ପୋଷ୍ଟ କରି ଏନେଇ ଘୋଷଣା କରିଛନ୍ତି। ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ଅବିଶ୍ୱସନୀୟ ସମର୍ଥନ ଲାଗି କେଭିନ ତାଙ୍କ ପ୍ରଶିକ୍ଷକ(କୋଚ୍‌), ପରିବାର, ସ୍ତ୍ର ଏବଂ ପ୍ରଶଂସକଙ୍କୁ ବିଶେଷ କୃତଜ୍ଞତା ଜଣାଇଛନ୍ତି।

୩୮ ବର୍ଷୀୟ କେଭିନ ଦୀର୍ଘଦିନ ଧରି ଖେଳୁଥିବା ଆୟରିଶ କ୍ରିକେଟରଙ୍କ ମଧ୍ୟରୁ ଜଣେ। ସେ ନିଜର ୧୬ ବର୍ଷର କ୍ୟାରିୟରରେ ଆୟର୍ଲାଣ୍ଡ ଲାଗି ସମସ୍ତ ଫର୍ମାଟରେ ୨୬୬ ମ୍ୟାଚ୍‌ ଖେଳିଥିଲେ। ତେବେ ସେ ନିଜର ପୋଷ୍ଟରେ କହିଛନ୍ତି ଯେ, ଚଳିତ ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପରେ ସେ ଅବସର ନେବାକୁ ଚାହୁଁଥିଲେ। ହେଲେ ଗତ ବର୍ଷ ଦଳର ଟି୨୦ ଟିମ୍‌ର ଲଜ୍ଜାଜନକ ପ୍ରଦର୍ଶନ ପରେ ସେ ସମୟ ପୂର୍ବରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?