Posted inଖେଳ

ଦ୍ରାଭିଡଙ୍କ ଏହି ଟିପ୍ସ ମାନିଲେ ଭାରତ ଗସ୍ତରେ ସଫଳ ହେବ ଇଂଲଣ୍ଡ

ଇଂଲଣ୍ଡର ପୂର୍ବତନ କେଭିନ ପିଟରସନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ଆଗାମୀ ଭାରତ ଏବଂ ଇଂଲଣ୍ଡ ସିରିଜ୍‌ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି ଇଂଲଣ୍ଡ ଖେଳାଳିମାନେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ରାହୁଲ ଦ୍ରାଭିଡଙ୍କ ଟିପ୍ସ ମାନିରେ ଭାରତ ବିପକ୍ଷରେ ନିଶ୍ଚିତ ସଫଳତା ପାଇବେ। ଏହାସହ ସେ ରାହୁଲଙ୍କ ଦ୍ୱାରା ପଠାଯାଇଥିବା ଏକ ମେଲ୍‌ର ସ୍କ୍ରିନ୍‌ଶର୍ଟ ନିଜ ଟୁଇଟର୍‌ରେ ଶେୟାର କରି କହିଛନ୍ତି, ଇଂଲଣ୍ଡ ଖେଳାଳିମାନେ ଏହି ମେଲ୍‌ର ଜେରକ୍ସ କରି କପି ନିଜ ପାଖରେ ରଖନ୍ତୁ। ଯଦି ଆବଶ୍ୟକ ପଡେ ତେବେ ମୋତେ ଫୋନ୍‌ କରନ୍ତୁ ବୋଲି ପିଟରସନ୍‌ କହିଛନ୍ତି। ୨୦୧୦ରେ ବାଂଲାଦେଶ ବିପକ୍ଷରେ ପିଟରସନ ଖରାପ ଫର୍ମ ଦେଇ ଗତି କରୁଥିବାବେଳେ ସେ ରାହୂୁଲଙ୍କ ସହ ସମ୍ପର୍କ କରିଥିଲେ। ଦ୍ରାଭିଡ ପିଟରସନଙ୍କୁ ଫ୍ରଣ୍ଟ୍‌ ପ୍ୟାଡ୍‌ ବିନା ନିଜ ଦଳର ସ୍ପିନ୍‌ରଙ୍କ ବିପକ୍ଷରେ ଅଭ୍ୟାସ କରିବାକୁ କହିଥିଲେ। ଏହାପରେ ମୋ ଫୁଟ୍‌ଓ୍ବାର୍କ ଠିକ୍‌ ହୋଇଯାଇଥିଲା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଫେବୃୟାର ୫ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ୟାଟିଂ ପରେ ବୋଲିଂରେ ଆଉ ଏକ କୀର୍ତ୍ତିମାନ ରଚିଲେ ଜାଡେଜା

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଏଠାରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚମକିଛନ୍ତି ରବୀନ୍ଦ୍ର ଜାଡେଜା । ପ୍ରଥମେ ବ୍ୟାଟିଂ ପରେ ଏବେ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି...

ପୂର୍ବତନ ବିଶ୍ୱ ଚେସ ଚାମ୍ପିୟନଙ୍କୁ ହରାଇଲେ ପ୍ରଜ୍ଞାନାନନ୍ଦ

ଗିବ୍ରାଲଟର,୨୭।୧- ଯୁବ ଭାରତୀୟ ଗ୍ରାଣ୍ଡ ମାଷ୍ଟର୍ସ ଆର. ପ୍ରଜ୍ଞାନାନନ୍ଦ ୧୮ତମ ଗିବ୍ରାଲଟର ଚେସ ଫେଷ୍ଟିଭାଲରେ ଏକ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ପ୍ରଜ୍ଞାନାନନ୍ଦ ପୂର୍ବତନ ବିଶ୍ୱ ଚାମ୍ପିୟନ...

‘ଦଳରେ କିଛି ଅସୁବିଧା ଅଛି’

ମୁମ୍ବାଇ,୫।୪: ଗତ ସିଜନରେ ପଏଣ୍ଟ ଟେବୁଲର ସବୁଠୁ ତଳେ ରହିଥିବା ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) ଏଥର ମଧ୍ୟ ତା’ର ଖରାପ ପ୍ରଦର୍ଶନ ଜାରି ରହିଛି। ଦଳ...

ଦୁଃଖିତ, ହେଲେ କାନ୍ଦିବାକୁ ସମୟ ନାହଁ

ଟୋକିଓ,୩।୮: ଅଲିମ୍ପିକ୍ସ ହକି ସେମିଫାଇନାଲରେ ବେଲଜିୟମଠାରୁ ୫-୨ ଗୋଲରେ ହାରିବା ପରେ ଟିମ୍‌ ଇଣ୍ଡିଆର ସ୍ବର୍ଣ୍ଣ ପଦକ ହାତେଇବା ସ୍ବପ୍ନ ଭାଙ୍ଗିଯାଇଛି। କିନ୍ତୁ ୮ ଥରର...

ଅମିର ଖାଁଙ୍କୁ ମହିଳା ହକି ଅଧିନାୟିକାଙ୍କ ଅନୁରୋଧ

ନୂଆଦିଲ୍ଲୀ,୨୬।୧- ଭାରତୀୟ ମହିଳା ହକି ଦଳର ଅଧିନାୟିକା ରାଣୀ ରାମପାଲ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ ହୋଇଛନ୍ତି। ସେ ବଲିଉଡ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ରୋମାଞ୍ଚ କ୍ରମେ ବଢ଼ିବାରେ ଲାଗିଛି। ଏହି ଚାମ୍ପିୟନଶିପ୍‌ ଅନ୍ତର୍ଗତ ବର୍ତ୍ତମାନ ସୁଦ୍ଧା ୩ଟି ସିରିଜ ଖେଳାଯାଇ ସାରିଛି। ସେଥିରୁ ନ୍ୟୁଜିଲାଣ୍ଡ-ଶ୍ରୀଲଙ୍କା ଓ...

ଧୋନୀ କିଣିଲେ ନୂଆ ଜିପ୍‌: ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ଦିନ ଦୂରେଇ ଯାଇଛନ୍ତି। ଏବେ ସେ ନିଜ ପରିବାରକୁ ସମୟ...

ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଶ୍ରୀଲଙ୍କା

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨ା୭ (ପି.ଟି.)-ନିକୋଲାସ ପୁରନଙ୍କ ଲଢୁଆ ଶତକ ସତ୍ତ୍ୱେ ଚଳିତ ଆଇସିସି ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ୨୩ରନରେ ଶ୍ରୀଲଙ୍କାଠାରୁ ପରାସ୍ତ ହୋଇଛି। ୩୩୯...

Advertisement
Archives

Model This Week