ଝିଅ ହୋଇ ପୁଅ ଚରିତ୍ରରେ ନଜର ଆସୁଥିଲେ, ଏବେ ଛାଡ଼ିଲେ ଶୋ’

ବମ୍ବେ: ପରଦାରେ ପୁଅ ହେଲେ ବାସ୍ତବରେ ଝିଅ। ଆମେ କଥା ହେଉଛୁ ଟେଲି ଧାରାବାହିକ ‘ଛୋଟି ସରଦାରନୀ‘ରେ ପରମ ଭୂମିକାରେ ନଜର ଆସୁଥିବା ଶିଶୁ କଳାକାର କେଭିନା ଟାକଙ୍କ ବିଷୟରେ। ତାଙ୍କୁ ବୟସ ଏବେ ମାତ୍ର ଛଅ ବର୍ଷ। ଶୋ’ରେ ସରବଜୀତ ଏବଂ ମେହେରଙ୍କ ପୁଅ ଭୂମିକାରେ ସେ ନଜର ଆସୁଛନ୍ତି। ତାଙ୍କର ଅଭିନୟ ସମସ୍ତଙ୍କ ମନ ଜିଣି ଆସୁଥିବା ବେଳେ ଧାରାବାହିକ ଟିଆର୍‌ପି ତାଲିକାରେ ରହୁଛି।

କେଭିନା ଝିଅ ହୋଇଥିବା ବେଳେ ପୁଅ ଭୂମିକା ବେଶ୍‌ ଭଲ ଭାବେ କରୁଛନ୍ତି। ସେ ଜଣେ ମଡେଲ ମଧ୍ୟ। ୨୦୧୯ରେ ସେ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ। ଟେଲିଭିଜନ ପାଇଁ କାମ କରିବା ପୂର୍ବରୁ ସେ ତବ୍ବୁ, କଟ୍ରିନା ଏବଂ ସଲମାନଙ୍କ ଫିଲ୍ମ ‘ଭାରତ’ରେ ନଜର ଆସିଥିଲେ। ତେବେ ଆଗାମୀ ଦିନରେ ଶୋ’ରେ ଲିପ୍‌ ଆସୁଥିବାରୁ ପରମଙ୍କୁ ଆଉ ଦେଖିବାକୁ ମିଳିବ ନାହିଁ। ସେ ବିଦାୟ ନେଉଥିବାରୁ ସମସ୍ତେ ଦୁଃଖ ପ୍ରକାଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri