ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଆବାହକ ବ୍ରହ୍ମଚାରୀ ଅନ୍ତର୍ଯ୍ୟାମୀ ସ୍ୱରୂପଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ପ୍ରମୋଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ। ବୈଠକରେ ମନ୍ଦିରକୁ ଯିବା ପାଇଁ ପୂର୍ଣ୍ଣାଙ୍ଗ ରାସ୍ତା ନିର୍ମାଣ, ମା’ଙ୍କ ନୀତିକାନ୍ତିର ପରିଚାଳନାଗତ ସମସ୍ୟା ସମାଧାନ ଏବଂ ମନ୍ଦିରର ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନେଇ ସବିଶେଷ ଆଲୋଚନା କରାଯାଇଥିଲା।

ଏହି ସାଧାରଣ ବୈଠକରେ ଲଲାଟେନ୍ଦୁ ପ୍ରଧାନ, ରାକେଶ ପଶୁପାଳକ, ସମ୍ଭବ କୁମାର ତ୍ରିପାଠୀ, ଲକ୍ଷ୍ମୀ ରେଡ୍ଡୀ, ସିଦ୍ଧାର୍ଥ ଆଚାରୀଙ୍କ ସମେତ ବହୁ ସଂଖ୍ୟକ ଭକ୍ତ ଓ କମିଟି ସଦସ୍ୟ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ଦେଇଥିଲେ। ମନ୍ଦିରର ସାମଗ୍ରିକ ଉନ୍ନତି ଓ ସୁପରିଚାଳନା ପାଇଁ ବୈଠକରେ ବିସ୍ତୃତ ଆଲୋଚନା ପରେ କେତେକ ବିଧିବଦ୍ଧ ପ୍ରସ୍ତାବ ଗୃହୀତ ହୋଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri