କେଏଫ୍‌ସିର କ୍ରିସ୍ପି ଡେଜ୍‌

ଭୁବନେଶ୍ୱର,,୨୧।୬: ଦେଶର ଅଗ୍ରଣୀ ଫୁଡ ପ୍ଲାଟଫର୍ମ ‘କେଏଫ୍‌ସି’ର ବହୁ ପ୍ରତୀକ୍ଷିତ ତଥା ସୀମିତ ଅବଧିର ଅଫର ‘କ୍ରିସ୍ପି ଡେଜ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର୍‌ ୨୦୨୪ ଜୁନ୍‌ ୩୦ ପର୍ଯ୍ୟନ୍ତ ଉପଲବ୍ଧ। ଏହା ଜରିଆ ଗ୍ରାହକ ସ୍ବତନ୍ତ୍ର ୪୦% ପର୍ଯ୍ୟନ୍ତ ରିହାତି ସହିତ ସଞ୍ଚୟ କରିପାରିବେ। ସେହିଭଳି କେଏଫ୍‌ସି ଫେଭରାଇଟ୍‌ଗୁଡିକରେ ଗ୍ରାହକ ୮ପିସର ସ୍ବତନ୍ତ୍ର ହଟ୍‌ ଆଣ୍ଡ୍‌ କ୍ରିସ୍ପି ଲେଗ୍‌ ପିସ୍‌ ପାଇପାରିବେ।

ବିଶେଷ କରି ହଟ୍‌ ୱିଙ୍ଗ୍‌ସର ମୂଲ୍ୟ କେବଳ ୨୯୯ଟଙ୍କାରୁ ଆରମ୍ଭ ହେଉଛି। ସେହିପରି ୪୯୯ ଟଙ୍କାରୁ ଆରମ୍ଭ ହେଉଥିବା ଅନ୍‌ଲିମିଟେଡ ପେପ୍‌ସି ଜିରୋ ସୁଗାର ରିଫିଲ୍‌ସ ସହ ହଟ୍‌ ଆଣ୍ଡ କ୍ରିସ୍ପି ଲେଗ୍‌ ପିସ୍‌, ହଟ୍‌ ୱିଙ୍ଗସ୍‌ ଏବଂ ନରମ ଓ ଜୁସି ପେରି ପେରି ଷ୍ଟ୍ରିପ୍‌ ଭଳି ସିଗ୍ନେଚର ମେନ୍ୟୁ ଆଇଟମ ସହିତ ଏକ କ୍ରିସ୍ପି ମିଲ୍‌ରେ ଗ୍ରାହକ ନିଜକୁ ନିମଜ୍ଜିତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri