ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଫୁଡ୍ ପ୍ଲାଟ୍ଫର୍ମ କେଏଫ୍ସି’ର ନୂତନ ଅଭିଯାନ ‘ଟେଷ୍ଟ ଦ ଏପିକ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ରାୟ ୩୩ ଦଶନ୍ଧି ଧରି କେଏଫ୍ସି ତା’ର ଫିଙ୍ଗର ଲିକିଙ୍ଗ୍ ଗୁଡ୍ କ୍ରିସ୍ପି ଚିକେନ ସହିତ ଦେଶବ୍ୟାପୀ ପ୍ରଶଂସକମାନଙ୍କୁ ଖୁସି ପ୍ରଦାନ କରିଆସୁଛି। ଏପରିକି ଚଳିତ ନଭେମ୍ବର ମାସରେ କେଏଫ୍ସି ଆଇକୋନିକ୍ ହଟ୍ ଆଣ୍ଡ କ୍ରିସ୍ପି ଚିକେନ୍ଠାରୁ ଆରମ୍ଭକରି ହଟ୍ ୱିଙ୍ଗ୍ସ, ବୋନ୍ଲେସ୍ ଚିକେନ ପପ୍କର୍ନ, ପେରି-ପେରି ବୋନ୍ଲେସ୍ ଚିକେନ୍ ଷ୍ଟ୍ରିପ୍ସ, ବିଭିନ୍ନ ପ୍ରକାର ଜିଞ୍ଜର ବର୍ଗର, ରୋଲ୍ ଆଦିକୁ ବ୍ରାଣ୍ଡ୍ର ବେଷ୍ଟ ସେଲିଂ ଫ୍ୟାନ ଫେଭରାଇଟ୍ଗୁଡିକର ବିସ୍ତୃତ ରେଞ୍ଜକୁ ସେଲିବ୍ରେଟ୍ କରୁଛି। ସେହିଭଳି ଭାରତବ୍ୟାପୀ ଉପଭୋକ୍ତାମାନେ କେଏଫ୍ସି ସିଗ୍ନେଚର ମେନ୍ୟୁ ଆଇଟମ୍ର ଅତୁଳନୀୟ ସ୍ବାଦ ଓ କ୍ରଞ୍ଚ୍ ସହିତ ଐତିହାସିକ ସ୍ବାଦକୁ ଉପଭୋଗ କରିପାରିବେ। ଏପରିକି ଚିକେନ୍ପ୍ରେମୀମାନେ କେଏଫ୍ସିର ବେଷ୍ଟ ସେଲିଂ ମେନ୍ୟୁ ଆଇଟମ-ଚିକେନ ଅନ୍ ବୋନ୍, ବୋନ୍ଲେସ୍ ଓ ବର୍ଗର୍ସ ଆଣ୍ଡ୍ ମୋର୍ ଭଳି ୩ଟି ବର୍ଗରେ ବିକଳ୍ପଗୁଡିକର ଏକ ରେଞ୍ଜ ସହ ନିଜକୁ ସନ୍ତୁଷ୍ଟ କରିବା ପାଇଁ ପ୍ରସ୍ତୁତ ରହିଛି, ଯାହାକି ସମସ୍ତଙ୍କ ପାଇଁ କିଛି ନା କିଛି ସୁନିଶ୍ଚିିତ କରୁଛି। ସେହିପରି ‘ଚିକେନ ଅନ୍ ବୋନ୍’ ବର୍ଗ ପ୍ରଶଂସକଙ୍କ ପାଇଁ ଆଇକୋନିକ ଫିଙ୍ଗର ଲିକିଙ୍ଗ୍ ଚିକେନର ଉତ୍ତମ ସ୍ବାଦ ଓ ଅନୁଭୂତି ଆଣୁଛି।
୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି
ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…
ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…
ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…
ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ
ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…
ବଜେଟ ଭାଷଣ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧।୨: ବଜେଟ ୨୦୨୬ ପାଇଁ ଦୀର୍ଘ ପ୍ରତୀକ୍ଷା ଆଜି ଶେଷ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ରବିବାର ସଂସଦରେ ବଜେଟ (ବଜେଟ ୨୦୨୬-୨୭ ଲାଇଭ ଅପଡେଟ୍ସ)…
Budget 2026 Gold Silver Rate: ବଜେଟ ପୂର୍ବରୁ ସୁନା-ରୂପାକୁ ନେଇ ବଡ଼ ଖବର, କିଣିବାକୁ ଚାହୁଁଥିଲେ…
ନୂଆଦିଲ୍ଲୀ,୧।୨: ବଜେଟ ଉପସ୍ଥାପନ ପୂର୍ୱରୁ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଫେବୃଆରୀ 1, 2026 ରେ, ଦିଲ୍ଲୀରେ 24 କ୍ୟାରେଟ ସୁନା ପ୍ରତି…
ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…
ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…
Budget 2026: ବଜେଟ୍ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…
ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…
New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର
ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ…
Archives

