ରିଲିଜକୁ ୪ ସପ୍ତାହ ପରେ ବି କମିନି କେଜିଏଫ୍‌ -୨ କ୍ରେଜ୍‌

ଫିଲ୍ମ କେଜିଏଫ୍‌ -୨ ବର୍ତ୍ତମାନ ଅଧିକ ଚର୍ଚ୍ଚାରେ ରହିଛି। ଫିଲ୍ମ ରିଲିଜକୁ ୪ ସପ୍ତାହ ହୋଇଥିଲେ ସୁଦ୍ଧା ଏହାର କ୍ରେଜ୍‌ କମି ନାହିଁ। ଫିଲ୍ମଟି ୧୦୦ କୋଟି, ୨୦୦କୋଟିକୁ ଅତିକ୍ରମ କରି ବର୍ତ୍ତମାନ ୪୦୦କୋଟି କ୍ଲବ୍‌ରେ ସାମିଲ ହୋଇଛି । ବିଶେଷ କରି ଦିଲ୍ଲୀ, ୟୁପି , ବିହାର ଓ ପଞ୍ଜାବରେ ଫିଲ୍ମକୁ ବହୁ ସଂଖ୍ୟାରେ ଲୋକେ ଦେଖିବାକୁ ଯାଉଛନ୍ତି। ୪ର୍ଥ ସପ୍ତାହର କଥା ଯଦି କହିବା ଏହାର କଲେକ୍ସନ ଟ୍ରେଡ ଆନାଲିଷ୍ଟ ଓ କ୍ରିଟିକ୍ସଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି ।
କେଜିଏଫ ୪ର୍ଥ ସପ୍ତାହର ଶୁକ୍ରବାରକୁ ୩.୮୫କୋଟି, ଶନିବାର ୪.୭୫କୋଟି ଓ ରବିବାର ୬.୨୫ କୋଟି ଟଙ୍କାର କଲେକ୍ସନ କରିଛି । ଏହିପରି ହିନ୍ଦୀ ଭର୍ସନ ଏବେସୁଦ୍ଧା ମୋଟ ୪୧୨.୮୦କୋଟି ଟଙ୍କାର ବ୍ୟବସାୟ କରି ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri