କିଛି ସମୟର ଅପେକ୍ଷା, ରିଲିଜ୍‌ ହେବ ‘କେଜିଏଫ-୨’

ଆଉ ମାତ୍ର କିଛି ଘଣ୍ଟା ପରେ ‘କେଜିଏଫ-୨’ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ନେଇ ଦର୍ଶକ ଖୁବ୍‌ ଉତ୍ସାହ ଅଛନ୍ତି। ଫିଲ୍ମ ରିଲିଜ ପୂର୍ବରୁ ଆଡଭାନ୍ସ ବୁକିଂରେ ରେକର୍ଡ କରିଥିବା ବେଳେ ‘ଆର୍‌ଆର୍‌ଆର୍‌’କୁ ମଧ୍ୟ ପଛରେ ପକାଇ ଦେଇଛି। ‘ଆର୍‌ଆର୍‌ଆର୍‌’ ଆଡଭାନ୍ସ ବୁକିଂରେ ୫କୋଟି ଟଙ୍କା ଆୟ କରିଥିଲା ବେଳେ ‘କେଜିଏଫ-୨’ ୨୫ କୋଟି ଆୟ କରି ଇତିହାସ ସୃଷ୍ଟି କରିଛି । ସିନେମାରେ ଫିଲ୍ମ ଷ୍ଟାର୍‌ ୟଶଙ୍କ ସହ ସଞ୍ଜୟ ଦତ୍ତ, ଶ୍ରୀନିଧି ସେଟ୍ଟୀ, ରବିନା ଟଣ୍ଡନ ଏବଂ ପ୍ରକାଶ ରାଜ ଅଭିନୟ କରଛନ୍ତି। ଫିଲ୍ମଟି କନ୍ନଡ ସମେତ ତେଲୁଗୁ, ହିନ୍ଦୀ, ତାମିଲ ଏବଂ ମାଲାୟାଲମ ଭାଷାରେ ରିଲିଜ ହେବ। ଏହା ହେଉଛି ପ୍ରଥମ କନ୍ନଡ ସିନେମା ଯାହା ଆଇମାକ୍ସରେ ମୁକ୍ତିଲାଭ କରୁଛି ।
୨୦୧୮ରେ ‘କେଜିଏଫ-୧’ ମୁକ୍ତିଲାଭ କରିଥିବା ବେଳେ ଏହାକୁ ଦର୍ଶକ ଖୁବ୍‌ ପସନ୍ଦ କରିଥିଲେ। ସେବେଠାରୁ ଫିଲ୍ମର ସେକେଣ୍ଡ ପାର୍ଟ ପାଇଁ ଅପେକ୍ଷା କରିଥିଲେ। ତେବେ ଆଉ ମାତ୍ର କେତେଟା ଘଣ୍ଟା ପରେ ସବୁ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଯୋଡ଼ି କ୍ରିଷ୍ଣା-ଅସୀମା

ଆଉ ଏକ ନୂଆ ଯୋଡ଼ି ଖୁବ୍‌ଶୀଘ୍ର ବଡ଼ ପରଦାରେ ମୁହଁ ଦେଖାଇବାକୁ ଯାଉଛନ୍ତି। ଏହି ଯୋଡ଼ି ହେଲେ କ୍ରିଷ୍ଣା-ଅସୀମା। ସୁବ୍ରତ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହେବାକୁ...

‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଶେୟାର କଲେ କ୍ୟାଟ୍ରିନା

ମୁମ୍ବାଇ: ରୋହିତ ସେଟ୍ଟୀଙ୍କ ଅପ୍‌ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଗୁରୁବାର ଶେୟାର କରିଛନ୍ତି ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ। ସେ ତାଙ୍କ ଇନଷ୍ଟାଗ୍ରାମ...

କଲେଜ ଗର୍ଲରୁ ଫ୍ରିଡମ ଫାଇଟର ହେଲେ ସାରା

ମୁମ୍ବାଇ: ବଲିଉଡରେ ଏବେ ଜଣେ ଆଗଧାଡିର ନାୟିକା ହେଲେ ସାରା ଅଲି ଖାଁ । ସେ ତାଙ୍କ ଅଭିନୟର ଯାଦୁରେ ଦର୍ଶକଙ୍କୁ ବାନ୍ଧି ରଖିବାରେ ସକ୍ଷମ...

ନିଜ ବାୟୋପିକ୍‌କୁ ନେଇ କ’ଣ କହିଲେ ସୋନୁ

ମୁମ୍ବାଇ: ରିଲ୍ ଲାଇଫର ଖଳନାୟକ ଆଜି ରିୟଲ ଲାଇଫର ହିରୋ । ଆଲୋଚନାକୁ ଆସୁଛନ୍ତି ବଲିଉଡ୍ କଳାକାର ସୋନୁ ସୁଦ । କରୋନାକୁ ନେଇ ଦେଶରେ...

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ...

ସିଲେଇ କରୁଥିବା ବ୍ୟକ୍ତିକୁ ବିବାହ କରିଥିଲେ ଏହି ଅଭିନେତ୍ରୀ

ଭାରତୀୟ ସିନେ ଜଗତରେ ନିଜର ବଳିଷ୍ଠ ଅଭିନୟ ଦ୍ୱାରା ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଜଣେ ଅଭିନେତ୍ରୀ ହେଉଛନ୍ତି ଦୀନା ପାଠକ। ଆଜି ଅର୍ଥାତ୍‌ ଅକ୍ଟୋବର...

ପିତାଙ୍କ ୮୦ତମ ଜନ୍ମଦିବସରେ ଏହି ପ୍ରଶ୍ନ ପଚାରିଥିଲେ ଅମିତାଭ, ଭିଡିଓ ଭାଇରାଲ

ବିଗ୍‌ ବି ଅମିତାଭ ବଚ୍ଚନ ନିଜର ଫିଲ୍ମ ଶୁଟିଂରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କବିତା ହେଉକି କି ଫ୍ୟାମିଲି...

ଫିଲ୍ମ ‘ରାଧେ’କୁ ନାପସନ୍ଦ କଲେ ସଲମାନଙ୍କ ବାପା

ମୁମ୍ବାଇ, ୨୭।୫: ଚଳିତ ବର୍ଷ ଇଦ୍‌ରେ ଓଟିଟି ପ୍ଲାଟଫର୍ମ ଜି୫’ରେ ରିଲିଜ ହୋଇଛି ସଲମାନ ଖାନଙ୍କ ଫିଲ୍ମ ‘ରାଧେ: ୟୋର ମୋଷ୍ଟ ଓ୍ବାଣ୍ଟେଡ୍‌ ଭାଇ’। ଫିଲ୍ମକୁ...

Advertisement
Archives

Model This Week