ଜାଣନ୍ତୁ ସପ୍ତାହରେ କେତେ ଆୟ କରିଛି‘କେଜିଏଫ୍‌-୨’

ବହୁ ପ୍ରତୀକ୍ଷିତ ଫିଲ୍ମ‘କେଜିଏଫ୍‌-୨’ ଏପ୍ରିଲ ୧୪ରେ ରିଲିଜ୍‌ ହେବା ପରଠୁ ଦେଶରେ କୋଣ ଅନୁକୋଣରେ ଫିଲ୍ମକୁ ନେଇ ଚର୍ଚ୍ଚା ହେଉଛି। ସିନେମା ହଲ୍‌ରେ ଦର୍ଶକଙ୍କ ନାହିଁ ନ ଥିବା ଭିଡ ଦେଖିବାକୁ ମିଳୁଛି। ଫିଲ୍ମଟି ଭଲ ବକ୍ସ ଅଫିସରେ ଭଲ ଆୟ ମଧ୍ୟ କରୁଛି। ନିକଟରେ ଫିଲ୍ମଟି ସପ୍ତାହରେ ୨୬୮.୬୩ ରୋଜଗାର କରିବାରେ ସଫଳ ହୋଇଛି।
ସିନେମାରେ ଫିଲ୍ମ ଷ୍ଟାର୍‌ ୟଶଙ୍କ ସହ ସଞ୍ଜୟ ଦତ୍ତ, ଶ୍ରୀନିଧି ସେଟ୍ଟୀ, ରବିନା ଟଣ୍ଡନ ଏବଂ ପ୍ରକାଶ ରାଜ ଅଭିନୟ କରଛନ୍ତି। ଫିଲ୍ମଟି କନ୍ନଡ ସମେତ ତେଲୁଗୁ, ହିନ୍ଦୀ, ତାମିଲ ଏବଂ ମାଲାୟାଲମ ଭାଷାରେ ରିଲିଜ ହୋଇଛି। ଏହା ହେଉଛି ପ୍ରଥମ କନ୍ନଡ ସିନେମା ଯାହା ଆଇମାକ୍ସରେ ମୁକ୍ତିଲାଭ କରିଛି। ୨୦୧୮ରେ ‘କେଜିଏଫ-୧’ ମୁକ୍ତିଲାଭ କରିଥିବା ବେଳେ ଏହାକୁ ଦର୍ଶକ ଖୁବ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ପୋର୍ଟରେ ମେକ୍‌ଅପ୍‌ ନେଲେ କରିନା: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖାଯାଇଛି ସେ ଏକ ବିମାନ ବନ୍ଦରରେ ମେକ୍‌ଅପ୍‌...

ଅକ୍ଷୟ କୁମାର କରୋନା ପଜିଟିଭ୍‌, କେନ୍ସ୍‌ ଫିଲ୍ମ ଫେଷ୍ଟିଭାଲରେ ଦେବେନି ଯୋଗ…

ମୁମ୍ବାଇ, ୧୪।୫ : ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ମେ’ ୧୭ରେ ହେବାକୁ ଥିବ ାକେନ୍ସ୍‌ ଫିଲ୍ମ...

ଏହି ଅଭିନେତାଙ୍କ ଝିଅ କରିଥିଲେ ଏମିତି ଭୁଲ୍‌ : ହରାଇବାକୁ ପଡ଼ିଥିଲା ଆତ୍ମସମ୍ମାନ

ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା ଦତ୍ତ ନିକଟରେ ଇନ୍‌ଷ୍ଟାଗ୍ରାମରେ ତାଙ୍କ ଫଲୋଅର୍ସଙ୍କ ସହ ‘ଆକ୍ସ ମି ଏନିଥିଙ୍ଗ’ ସିଜିନ୍‌ରେ ଯୋଡି ହୋଇଥିଲେ। ଯେଉଁଠାରେ...

ମେକଅପ୍‌ ଆର୍ଟିଷ୍ଟଙ୍କ ପୁଅ ବାହାଘରରେ ସାମିଲ ହୋଇ ସମସ୍ତଙ୍କୁ ଚମକାଇ ଦେଲେ ଭାଇଜାନ

ମୁମ୍ବାଇ: ବଲିଉଡ୍‌ରେ ନିଜର ଦରିଆ ଦିଲ୍‌ ପାଇଁ ବେଶ୍‌ ପରିଚିତ ସଲମାନ ଖାଁ। ନିକଟରେ ସେ ତାଙ୍କ ମେକଅପ୍‌ ଆର୍ଟିଷ୍ଟ ରାଜୁଙ୍କ ପୁଅ ବାହାଘରରେ ହଠାତ୍‌...

କେତେ ପାଠ ପଢ଼ିଛନ୍ତି ସଲମାନ୍‌

ମୁମ୍ବାଇ: ୧୯୬୫ ଡିସେମ୍ବର ୨୭ ଅର୍ଥାତ୍‌ ଆଜିର ଦିନରେ ମଧ୍ୟପ୍ରଦେଶର ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ ଲୋକପ୍ରିୟ ଅଭିନେତା ସଲମାନ ଖାନ୍‌। ଆଜି ହେଉଛି ସଲମାନଙ୍କ ଜନ୍ମଦିନ।...

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ଦାନ କଲେ ଅକ୍ଷୟ କୁମାର

ମୁମ୍ବାଇ,୧୭।୧: ପ୍ରଥମ ବଲିଉଡ୍‌ ଷ୍ଟାର ଭାବେ ଅକ୍ଷୟ କୁମାର ଅଯୋଧ୍ୟାରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିରର ନିର୍ମାଣ ପାଇଁ ଦାନ କରିଛନ୍ତି । ଏ...

ଶୁଟିଂ ଚାଲିଛି ତୋ ପାଇଁ କିଛି ବି

ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ଆଧାର କରି ନିର୍ମିତ ହେଉଛି ନୂଆ ଓଡ଼ିଆ ସିନେମା ‘ତୋ ପାଇଁ କିଛି ବି’। ଏହାର ଶୁଟିଂ ଏବେ...

‘ମୋ କୁକୁର ବି ଆପଣଙ୍କ ଫିଲ୍ମ ଅଫର୍‌ ଗ୍ରହଣ କରୁନାହିଁ’

ହିନ୍ଦୀ ସିନେମାରେ ଅନେକ ଅଭିନେତା ଅଛନ୍ତି ଯିଏ ନିଜ ଅଭିନୟ ମାଧ୍ୟମରେ ଏକ ସ୍ବତନ୍ତ୍ର ଛାପ ଛଡିଛନ୍ତି। ସେମିତି ଜଣେ ଅଭିନେତା ଥିଲେ ରାଜ କୁମାର।...

Advertisement
Archives

Model This Week