ବାବୁଶାନଙ୍କ ‘ଦମନ’ ଆଗରେ ଫିକା ପଡ଼ିଲା କେଜିଏଫ୍‌-ଆର୍‌ଆର୍‌ଆର୍‌-କାନ୍ତାରା

ଆଇଏମ୍‌ଡିବି ରେଟିଂରେ ବଡ ବଡ ବ୍ଲକବଷ୍ଟର ଫିଲ୍ମକୁ ପଛରେ ପକାଇଛି ଓଡ଼ିଆ ଫିଲ୍ମ ‘ଦମନ’। ବିଶାଳ ମୋର୍ଯ୍ୟ ଏବଂ ଦେବୀ ପ୍ରସାଦ ଲେଙ୍କା ଦ୍ୱାରା ନିର୍ଦ୍ଦେଶିତ ତଥା ବାବୁଶାନ ଅଭିନୀତ ଏହି ଫିଲ୍ମ ନଭେମ୍ବର ୪ରେ ରିଲିଜ ହୋଇଛି। ଫିଲ୍ମକୁ ଦର୍ଶକେ ବେଶ ପସନ୍ଦ କରୁଛନ୍ତି। ଛୋଟ ସହରରୁ ଆରମ୍ଭ କରି ମହାନଗର ପର୍ଯ୍ୟନ୍ତ ଶୋ’ ହାଉସଫୁଲରେ ଚାଲିଛି। ଫିଲ୍ମକୁ ମିଳିଛି ୧୦ରୁ ୯.୭ ଆଇଏମ୍‌ଡିବି ରେଟିଂ। ବାହୁବଳୀ, କେଜିଏଫ୍‌ ଏବଂ ଆର୍‌ଆର୍‌ଆର୍‌, କାନ୍ତାରା ଭଳି ସୁପରହିଟ୍‌ ଚଳଚ୍ଚିତ୍ରଠାରୁ ଏହା ଅଧିକ। ଫଳରେ ‘ଦମନ’ ସବୁଠାରୁ ଅଧିକ ରେଟିଂ ହାସଲ କରିଥିବା ଭାରତୀୟ ଫିଲ୍ମ ପାଲଟିଛି।

ପ୍ରଥମେ ‘ଦମନ’ କେବଳ ଓଡ଼ିଶାରେ ରିଲିଜ ହୋଇଥିଲା। ପ୍ରଥମ ସପ୍ତାହରେ ଅପାର ସଫଳତା ମିଳିବା ପରେ ଦେଶର ବିଭିନ୍ନ ସହରରେ ଏହାକୁ ରିଲିଜ କରାଯାଇଛି। ବାଙ୍ଗାଲୋର, ଦିଲ୍ଲୀ, ମୁମ୍ବାଇ, ନୋଏଡା, ଗୁରୁଗାଓଁ, ଅହମ୍ମଦାବାଦ, ହାଇଦ୍ରାବାଦ, କୋଲକାତାର ବିଭିନ୍ନ ସିନେମାଘରେ ଏହା ପ୍ରଦର୍ଶିତ ହେଉଛି। ଏବେ ଫିଲ୍ମକୁ ହିନ୍ଦୀ ଭାଷାରେ ମଧ୍ୟ ରିଲିଜ କରାଯାଉ ବୋଲି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri