କରୋନା ନିୟମରେ ଚାଲିବ ଖଣ୍ଡଗିରି ମେଳା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍‌ଲାଇନ୍‌ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର ବିଏମ୍‌ସି ପକ୍ଷରୁ ଅନୁମତି ମିଳିଛି। ପୂରା କରୋନା ନିୟମ ମାନି ଯାତ୍ରା ଚାଲିବ। ଯାତ୍ରା ପେଣ୍ଡାଲ ପ୍ରବେଶ ପଥରେ ଆୟୋଜକ ସାନିଟାଇଜର ରଖିବେ। ଯାତ୍ରା କମିଟି ସଦସ୍ୟ ଏବଂ ସ୍ବେଚ୍ଛାସେବୀମାନେ ସମ୍ପୂର୍ଣ୍ଣ କରୋନା ଟିକା ନେଇଥିବା ଜରୁରୀ। ନିୟମ ଅନୁଯାୟୀ, ଦର୍ଶକଙ୍କ ସିଟ୍‌ ବ୍ୟବସ୍ଥା ରହିବ। ଏଥିସହିତ ଅଗ୍ନି ନିର୍ବାପକ ଡଷ୍ଟବିନ୍‌ ଆଦି ରଖାଯିବା ବାଧ୍ୟତାମୂଳକ ବୋଲି ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୋଲିସ ସୋମବାର ୨୨୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ପ୍ରାୟ ୨୫ ଲକ୍ଷ...

ପ୍ରଶ୍ନପତ୍ର ଅଦଳବଦଳର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୫।୮(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସରେଗୁଲାର ପ୍ରଶ୍ନପତ୍ର ମିଳିବା ଘଟଣାର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶାସନ ସଚିବଙ୍କୁ ନିର୍ଦ୍ଦେଶ...

ବିଭିନ୍ନ ପ୍ରାନ୍ତକୁ ପୂର୍ବତଟ ରେଳପଥର ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୮ା୧୧(ବ୍ୟୁରୋ):ପୂଜା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ଟ୍ରେନ ପାଇଁ ଯାତ୍ରୀ ଆଗ୍ରହ ଦେଖାଇଛନ୍ତି। ପୁରୀ-ଅମୃତସର ସ୍ବତନ୍ତ୍ର ଟ୍ରେନରେ ପୂର୍ଣ୍ଣମାତ୍ରାରେ ସଂରକ୍ଷିତ ହୋଇଛି ବୋଲି...

ସରପଞ୍ଚ ଦେଲେ ନୂଆ ଶାଢ଼ୀ, ପୂଜା ସାମଗ୍ରୀ: ସଂଗରୋଧରେ ଥିବା ମହିଳା ପାଳିଲେ ସାବିତ୍ରୀ ବ୍ରତ

ବନ୍ତ,୨୨।୫(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ପଞ୍ଚାୟତ ଟିଏମ୍‌ସିରେ ଶୁକ୍ରବାର ସାବିତ୍ରୀ ବ୍ରତ ପାଳନ ହୋଇଯାଇଛି। ସଙ୍ଗରୋଧରେ ଥିବା ସଧବାମାନେ ସମଦୂରତ୍ୱ ରଖି ସାବିତ୍ରୀ...

ଏପ୍ରିଲ ୧୭ରେ ବିଜୁ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହେବ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ରାଜ୍ୟସ୍ତରରେ ତଥା...

ଉତ୍ତରକୁ ଢଳିଲେ ସିଦ୍ଧେଶ୍ୱର ମହାଦେବ: ସୂର୍ଯ୍ୟଙ୍କ ଗତିର ବିପରୀତ ଦିଗକୁ ଢଳିଥାନ୍ତି ଶିବ ଲିଙ୍ଗ

ଖଣ୍ଡପଡା,୧୮ା୭(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱଠାକୁର ଭାବେ ସିଦ୍ଧେଶ୍ୱର ମହାଦେବ ବିରାଜମାନ ହୋଇଛନ୍ତି। ବୁଧବାର କର୍କଟ ସଂକ୍ରାନ୍ତି...

କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନେଇ ରାଜନୀତି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଙ୍କଟ ବଢି ଚାଲିଥିବାବେଳେ ବିଭିନ୍ନ ରାଜନୈତିକ ଦଳଗୁଡିକ ପକ୍ଷରୁ ପରସ୍ପର  ବିରୋଧରେ କାଦୁଅଫିଙ୍ଗା ଜାରି ରଖିଛନ୍ତି। ରାଜ୍ୟରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବ୍ୟାପକ...

ବାତ୍ୟା ମୁକାବିଲା ନେଇ ସରକାର ପ୍ରସ୍ତୁତ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏନେଇ ରାଜସ୍ୟ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।...

Advertisement
Archives

Model This Week