ଧମାଲ କଲା ତମନ୍ନାଙ୍କ ନାଚ, ଅବିନାଶଙ୍କ ଗୀତ

ଭୁବନେଶ୍ୱର,୪।୨ (ବ୍ୟୁରୋ): କୁମ୍ଭମେଳା ଅବସରରେ ଖଣ୍ଡଗିରି ଓଟିଡିସି ପାନ୍ଥିକାରେ ଭୁବନେଶ୍ୱର ସାଂସ୍କୃତିକ ପରିଷଦ ଓ କଲ୍ୟାଣ ଅନୁଷ୍ଠାନ ପକ୍ଷରୁ ତିନିଦିନ ଧରି ଚାଲିଥିବା ଖଣ୍ଡଗିରି-ଉଦୟଗିରି ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ଓଲିଉଡ୍‌ ଅଭିନେତ୍ରୀ ତପନ୍ନା ବ୍ୟାସଙ୍କ ଠୁମ୍‌କା ଧମାଲ୍‌ କରିଥିବାବେଳେ ଲୋକପ୍ରିୟ କଣ୍ଠଶିଳ୍ପୀ ଅବିନାଶ ଦାସ ଗୋଟିଏ ପରେ ଗୋଟିଏ ହିଟ୍‌ ଗୀତ ଗାଇ ଦର୍ଶକଙ୍କ କରତାଳି ସାଉଣ୍ଟିଥିଲେ। ସେହିପରି କଣ୍ଠଶିଳ୍ପ କୁଲଦୀପ ପଟ୍ଟନାୟକ ଓ ଚେଲସୀ ବେଉରାଙ୍କ ଗୀତର ତାଳେ ତାଳେ ଝୁମିଥିଲେ ଦର୍ଶକ। ତୃତୀୟ ଦିନରେ ମଧ୍ୟ ରାଉରକେଲାର ଆରଡିଏକ୍ସ ଗ୍ରୁପ୍‌ ଦର୍ଶକଙ୍କୁ ନଚାଇଥିଲେ। ମୁଖ୍ୟ ଅତିଥି ଭାବେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ସମ୍ମାନିତ ଅତିଥି ଭାବେ ଭିନ୍ନକ୍ଷମ ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ସୁଶାନ୍ତ ରାଉତ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଉପେନ୍ଦ୍ର ତ୍ରିପାଠୀ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁ ସମ୍ପାଦିକା କସ୍ତୁରୀ ମହାପାତ୍ର, ଓଡ଼ିଶା କୃଷି ଓ ଶିଳ୍ପ ନିଗମ ଉପାଧ୍ୟକ୍ଷ ଡ. ସନ୍ତୋଷ ବେଜ୍‌ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରରେ ହନିମୁନ ମନାଉଛନ୍ତି ଆଦିତ୍ୟ-ଶ୍ୱେତା

ମୁମ୍ବାଇ: ବଲିଉଡ୍ ସିଙ୍ଗର ତଥା ହୋଷ୍ଟ ଆଦିତ୍ୟ ନାରାୟଣ ବିବାହ ପରେ ଏବେ ହନିମୁନ ପାଳନ କରିବାକୁ ବାହାରି ପଡିଛନ୍ତି । ପତ୍ନୀ ଶ୍ୱେତାଙ୍କୁ ସାଙ୍ଗରେ...

ତାଜମହଲ ସମ୍ମୁଖରେ ଡ୍ୟାନ୍ସ କଲେ ବଲିଉଡର ଏହି ପ୍ରସିଦ୍ଧ ଅଭିନେତା : ଭାଇରାଲ ହେଲା ଭିଡିଓ

ଆଗ୍ରା,୨୧।୧୨-ମହାମାରୀ ଯୋଗୁ ଦୀର୍ଘଦିନ ଧରି ବନ୍ଦ ରହିଥିଲା ଫିଲ୍ମ ଶୁଟିଂ। ଲକଡାଉନ ପରେ ବର୍ତ୍ତମାନ ପୁଣି ଥରେ ଆରମ୍ଭ ହୋଇ ଫିଲ୍ମ ଶୁଟିଂ। ବଲିଉଡ ଅଭିନେତା...

ଶ୍ରୁତିଙ୍କୁ ଜନ୍ମଦିନରେ ମିଳିଲା ଏହି ସ୍ବତନ୍ତ୍ର ଉପହାର

ଦକ୍ଷିଣ ଭାରତୀୟ ଫିଲ୍ମର ସୁପରଷ୍ଟାର କମଲ ହାସନଙ୍କ ଝିଇ ତଥା ଅଭିନେତ୍ରୀ ଶ୍ରୁତି ହାସନଙ୍କର ଆଜି ଅର୍ଥାତ୍‌ ଗୁରୁବାର ହେଉଛି ଜନ୍ମଦିନ। ଇତିମଧ୍ୟରେ ଶ୍ରୁତିି ୩୫...

ଲେଡି ଲଭ୍‌ଙ୍କ ସହ ପ୍ରଥମଥର ହୋଲି ଖେଳିଲେ ନିକ୍‌

ମୁମ୍ବାଇ: ଆମେରିକାନ ସିଙ୍ଗର ନିକ୍‌ ଜୋନସ୍‌ ଶୁକ୍ରବାର ପତ୍ନୀ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ସହ ମୁମ୍ବାଇରେ ପ୍ରଥମ ଥର ଲାଗି ହୋଲି ଖେଳିଛନ୍ତି। ଇଶା ଅମ୍ବାନିଙ୍କ...

ମାଡାମ ତୁଷାଦ୍‌ରେ ହେବ କାଜଲଙ୍କ ମହମ ପ୍ରତିମୂର୍ତ୍ତି, ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଭାବେ ପ୍ରଥମ

ବମ୍ବେ: ସେଲିବ୍ରିଟିମାନଙ୍କ ପାଇଁ ମାଡାମ ତୁଷାଦ୍‌ ମ୍ୟୁଜିୟମରେ ସ୍ଥାନ ପାଇବା ସମ୍ମାନର କଥା ହୋଇଥାଏ। ପୂର୍ବରୁ ବଲିଉଡର ଅନେକ କଳାକାରଙ୍କ ମହମ ପ୍ରତିମୂର୍ତ୍ତି ଏଠାରେ ସ୍ଥାନ...

ଜାଣନ୍ତୁ କିପରି ଆରମ୍ଭ ହୋଇଥିଲା ଜୟା-ଅମିତାଭଙ୍କ ଲଭ୍‌ଷ୍ଟୋରି

ଜୟା ଏବଂ ଅମିତାଭ ବଚ୍ଚନଙ୍କର ଆଜି ହେଉଛି ୪୬ ତମ ବିବାହ ବାର୍ଷିକୀ। ବିବାହ ସମୟର କିଛି ପୂରୁଣା ଫଟୋକୁ ସୋସିଆଲ ମିଡିଆରେ ଅମିତାଭ ଶେୟାର...

ପିତାଙ୍କ ଫିଲ୍ମରେ କାମ କରିବେ ଜାହ୍ନବି

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଭାବେ ପ୍ରଥମେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଶ୍ରୀଦେବୀଙ୍କ ଲଳନା ଜାହ୍ନବି କପୁର। ଏବେ ସେ ତାଙ୍କ ପିତା ବୋନି...

ଫିଲ୍ମ ‘ରାଧେ ଶ୍ୟାମ’ ଦେଖି ଜୀବନ ହାରିଲେ ପ୍ରଭାସଙ୍କ ପ୍ରଶଂସକ

ସମଗ୍ର ବିଶ୍ୱରେ ବାହୁବଳୀ ତଥା ତେଲୁଗୁ ସୁପରଷ୍ଟାର ପ୍ରଭାସଙ୍କର କୋଟି କୋଟି ପ୍ରଶଂସକ ଅଛନ୍ତି। ନିକଟରେ ତାଙ୍କ ଫିଲ୍ମ ‘ରାଧେ ଶ୍ୟାମ’ ରିଲିଜ ହୋଇଛି। ଏହି...

Advertisement
Archives

Model This Week