ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଖଡ଼ିଆଳ ବିଧାୟକ

ଖଡ଼ିଆଳ,୭ା୧୨(ସୁଜିତ କୁମାର ପ୍ରଧାନ) ନୂଆପଡ଼ା ଜିଲାର ଖଡ଼ିଆଳ ମିଶନ ହସ୍ପିଟାଲ (ଇଭାଞ୍ଜିକାଳ)କୁ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ବାସ୍ଥ୍ୟ ଯୋଜନାରେ ସାମିଲ କରିବା ପାଇଁ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହଲିଙ୍ଗଙ୍କୁ ଚିଠି ଲେଖିଛନ୍ତି।

ସୂଚନା ଅନୁସାରେ ଏହି ମିଶନ ହସ୍ପିଟାଲ ଉପରେ ନୂଆପଡା ସମେତ ପଡୋଶୀ ବରଗଡ଼, ଛତିଶଗଡ, ବାଲାଙ୍ଗୀର ଜିଲାର ରୋଗୀ ନିର୍ଭର କରନ୍ତି। ଏହି ହସ୍ପିଟାଲକୁ ବିଗତ ବର୍ଷରେ ବିଜୁ ସ୍ବାସ୍ଥ୍ୟ ଯୋଜନା ସାମିଲ କରାଯାଇଥିବା ବେଳେ ସେ ସମୟରେ ୩୦୦୦ ରୋଗୀ ଉପକୃତ ହୋଇଥିଲେ। ଏଠାରେ ଅନେକ ଗର୍ଭବତୀ ମହିଳା ଜରୁରିକାଳୀନ ପରିସ୍ଥିତିରେ ରକ୍ତ ଆବଶ୍ୟକ କରନ୍ତି। ଫଳରେ ସେମାନଙ୍କୁ ଖଡ଼ିଆଳରୁ ଜିଲା ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥାଏ। ଖଡ଼ିଆଳଠାରୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ୭୦କି.ମି. ଦୂରରେ ଥିବାରୁ ରୋଗୀମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ତେଣୁ ଏହି ହସ୍ପିଟାଲକୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ କରାଗଲେ ଅଞ୍ଚଳର ବହୁ ରୋଗୀ ଉପକୃତ ହୋଇପାରନ୍ତେ ବୋଲି ବିଧାୟକ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋ ସମ୍ପ୍ରଦାୟର ମକରରେ ନିଆରା ହେସାରାଘା ପର୍ବ: ନୃତ୍ୟ ଗୀତର ତାଳେତାଳେ ନାଚିଲେ…

ପାଟଣା,୧୮।୧(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗ୍ରାମରେ ଶୁକ୍ରବାର ସାରେରେ ହୋ ସମ୍ପ୍ରଦାୟର ହେଶା ରେଗା ମାର୍ଶାଲ ଯୁବକ ସଂଘ ପକ୍ଷରୁ ମକର...

ପାଟଣା ରେଞ୍ଜରେ ପକ୍ଷୀଗଣନା ଆରମ୍ଭ : ଗତବର୍ଷ ତୁଳନାରେ…

ପାଟଣା,୧୮।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଶନିବାର ଠାରୁ ପକ୍ଷୀଗଣନା ଆରମ୍ଭ ହୋଇଛି। ରେଞ୍ଜର ଖିରେଇଟାଙ୍ଗିରି ସେକ୍ସନର ବଡ଼ବନ୍ଧ ଏବଂ ରାଜନଗର ନିକଟ ବୈତରଣୀ...

ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ...

ଦୀଘା ମୁହାଣରେ ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭୋଗରାଇ, ୧୮।୧ ( ପ୍ରଦୀପ ଦାସ ): ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ଏକ ମାଛଧରା ଟ୍ରଲର ବଡିଯାଇଛି। ମାଛ ମାରି କୂଳକୁ...

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ...

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା...

ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri