ବଜାରରେ ହିରୋର ନ୍ୟୁ କରିଜ୍ମା ଏକ୍ସଏମ୍‌ଆର୍‌

ଭୁବନେଶ୍ୱର,୨୯।୧୨:ହିରୋ ମୋଟକର୍ପର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପ୍ରିମିୟମ ବାଇକ ‘କରିଜ୍ମା ଏକ୍ସଏମ୍‌ଆର୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଅରୁନ୍ଧତୀ ମୋଟୋବାଇକ୍ସ ଲୁଇସ୍‌ରୋଡ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ମୋଟୋବାଇକ୍ସ ଜେନେରାଲ ମ୍ୟାନେଜର ରାଜେନ୍ଦ୍ର ମିଶ୍ର ପ୍ରଥମ ୩ ଗ୍ରାହକଙ୍କୁ କରିଜ୍ମା ଏକ୍ସଏମ୍‌ଆର୍‌ର ଚାବି ହସ୍ତାନ୍ତର କରିଥିଲେ।
ଉଲ୍ଲେଖଯୋଗ୍ୟ, ୨୧୦ ସିସିର ଏଲ୍‌ସି ଡିଓଏଚ୍‌ସି ଇଞ୍ଜିନ ସହ ଶିଳ୍ପର ପ୍ରଥମ ଧରଣର ସୁବିଧା ଉକ୍ତ ମଡେଲରେ ଉପଲବ୍ଧ ରହିଛି। ସେହିଭଳି ଅଲ ନ୍ୟୁ କରିଜ୍ମା ଏକ୍ସଏମ୍‌ଆର୍‌ରେ ଅନେକ ଆଧୁନିକ ବୈଶିଷ୍ଟ୍ୟ ସହ ୩ଟି ଆକର୍ଷଣୀୟ ଆଇକନିକ୍‌ ୟେଲୋ, ଟ୍ରୁବ୍‌ ରେଡ୍‌ ଏବଂ ମାଟେ ପାନ୍ଥମ ବ୍ଲାକ୍‌ କଲର (ରଙ୍ଗ)ରେ ଉକ୍ତ ମଡେଲ ଉପଲବ୍ଧ ହେଉଥିବାବେଳେ ଏହାର ବଜାର ମୂଲ୍ୟ (ଏକ୍ସ ଶୋ’ରୁମ୍‌ ମୂଲ୍ୟ) ୧,୭୨,୯୦୦ ଟଙ୍କା ରହିଛି।
ଏ ସମ୍ପର୍କରେ ରାଜେନ୍ଦ୍ର ମିଶ୍ର କହିଛନ୍ତି, କରିଜ୍ମା ଏକ୍ସଏମ୍‌ଆର୍‌ କେବଳ ମୋଟରସାଇକେଲ ନୁହେଁ,ଏହା ଏକ ନବସୃଜନ, ଡିଜାଇନ ଏବଂ କାର୍ଯ୍ୟଦକ୍ଷତାର ବଳିଷ୍ଠ ପ୍ରମାଣ। ଏହି ସୁପର ବାଇକ୍‌ର ଚାହିଦାକୁ ଦେଖି ଆମେ ଆନନ୍ଦିତ ଏବଂ ଏହା ମାନକକୁ ପୂର୍ଣ୍ଣ ନିର୍ଦ୍ଧାରଣ କରିବ ବୋଲି ଆମେ ବିଶ୍ୱାସ ରଖିଛୁ। ଗତ ୩ ମାସ ମଧ୍ୟରେ ବହୁସଂଖ୍ୟକ ପ୍ରି-ବୁକିଂ ସହ ଲଞ୍ଚ୍‌ ଇଭେଣ୍ଟ ମାସର ପ୍ରତୀକ୍ଷାର ଚୂଡାନ୍ତ ପ୍ରଦର୍ଶନ କରିଥିଲା। କରିଜ୍ମା ଏକ୍ସଏମ୍‌ଆର୍‌କୁ ନେଇ ରହିଥିବା ଉଚ୍ଚ ଆଶା ଏବଂ ଉତ୍ସାହକୁ ପ୍ରତିଫଳିତ କରି ଗ୍ରାହକଙ୍କ ପ୍ରତିକ୍ରିୟା ଅତ୍ୟଧିକ ମାତ୍ରାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri