ଖଇରାକୁ ବ୍ୟାପିଲା ଝାଡାବାନ୍ତି, ୫ ଆକ୍ରାନ୍ତ

ଖଇରା,୨୦।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲାର ବାଲେଶ୍ବର ସୋର ପରେ ଏବେ ଖଇରା ଅଞ୍ଚଳକୁ କାୟା ବିସ୍ତାର କରିଛି। ଶୁକ୍ରବାର ସକାଳେ ଆଦିବାସୀ ଅଧ୍ୟୁଷିତ କୁପାରୀ ,ରଟିଣା ଏବଂ ବଡ ନୁଆଁଗାଁ ଅଞ୍ଚଳରୁ ୫ ଜଣଙ୍କୁ ଚିକିତ୍ସାପାଇଁ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୨ଜଣ ଶିଶୁ ଅଛନ୍ତି। ମେଡିକାଲ କର୍ତ୍ତୃପକ୍ଷ ସେମାନଙ୍କର ନାମ ପ୍ରକାଶ କରିବାକୁ ଅନିଛା ପ୍ରକାଶ କରିଥିବା ପ୍ରତିଶେଧକ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଛନ୍ତି । ଏହା ଅଧିକ ସାଂଘାତିକ ହେବା ପୂର୍ବରୁ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri