ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ ଅଞ୍ଚଳରୁ ଏଥର ମୋଟ ୭୨୪ ବିଦ୍ୟାର୍ଥୀ ମାଟ୍ରିକ୍‌ ପରୀକ୍ଷା ଦେବା ପାଇଁ ନାମ ପଞ୍ଜୀକୃତ କରିଥିଲେ। ପ୍ରଥମ ଦିନ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଇଛନ୍ତି ବୋଲି ସୂଚନା ମିଳିଛି। ୫ ପରୀକ୍ଷା କେନ୍ଦ୍ର ହେଲା ସରକାରୀ ଉଚ୍ଚ ବିଦ୍ୟାଳୟ ଦୂତିପଡ଼ାରେ ୧୧୧ ଜଣ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଦୂତିପଡ଼ାରେ ୧୪୨ ଜଣ, ସରକାରୀ ଉଚ୍ଚ ବିଦ୍ୟାଳୟ ଖଜୁରିପଡ଼ାରେ ୧୭୨ ଜଣ, ସରକାରୀ ଉଚ୍ଚ ବିଦ୍ୟାଳୟ ରଣପାଟୁଲିରେ ୧୭୯ ଜଣ, ପିରିକୁଡ଼ି ଉଚ୍ଚ ବିଦ୍ୟାଳୟରେ ୧୦୭ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଛନ୍ତି।

ମାଟ୍ରିକ ପରୀକ୍ଷା ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଏକାଧିକ ବ୍ୟବସ୍ଥା କରିଛି। ବିଶେଷକରି କପି ରୋକିବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରିଛି। କପି ରୋକିବା ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ- ଏଆଇର ସହାୟତା ନିଆଯାଇଛି। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରଗୁଡ଼ିକ ସହ ନୋଡାଲ ସେଣ୍ଟରରେ ଏଆଇ କ୍ୟାମେରା ଲଗାଯାଇ ବୋର୍ଡ ମୁଖ୍ୟାଳୟରେ କମାଣ୍ଡ କଣ୍ଟ୍ରୋଲ ରୁମରୁ ଏହା ଉପରେ ନଜର ରଖା ଯାଉଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ଲାଇଭ ଷ୍ଟ୍ରିମିଂ ଓ ଉବେକାଷ୍ଟିଂ ଲାଗି ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri