ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ପିଲାଙ୍କୁ ଗାଳିଗୁଲଜ କଲେ ଖଲିସ୍ତାନ ସମର୍ଥକ

ନ୍ୟୁୟର୍କ,୩୦।୩: ଭାରତ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଖଲିସ୍ତାନ ସମର୍ଥକମାନେ ଆମେରିକାରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କ ପିଲାମାନଙ୍କୁ ଗାଳିଗୁଲଜ କରିବା ସହ ହଇରାଣ କରିବାକୁ ଯୋଜନା କରୁଛନ୍ତି। ଖଲିସ୍ତାନର ସମର୍ଥକମାନେ ଏବେ ଲଜ୍ଜାଜନକ କାର୍ଯ୍ୟ କରିଛନ୍ତି। ସେ କେବଳ ପଞ୍ଜାବର ଭଗଓ୍ବନ୍ତ ମାନଙ୍କ ଝିଅ ସିରତ କୌରଙ୍କୁ ଫୋନରେ ଧମକ ଦେଇ ନ ଥିଲେ ବରଂ ତାଙ୍କୁ ଦୁର୍ବ୍ୟବହାର ମଧ୍ୟ କରିଥିଲେ। ଭଗଓ୍ବନ୍ତଙ୍କର ପୂର୍ବତନ ସ୍ତ୍ରୀ ଇନ୍ଦରପ୍ରୀତ କୌର ଫେସ୍‌ବୁକ ମାଧ୍ୟମରେ ଏକଥା କହିଛନ୍ତି।
ସୂଚନାଯୋଗ୍ୟ, ଇନ୍ଦରପ୍ରୀତ ଦୁଇ ସନ୍ତାନଙ୍କ ସହ ଆମେରିକାରେ ରୁହନ୍ତି। ଭଗଓ୍ବନ୍ତ ତାଙ୍କ ପ୍ରଥମ ସ୍ତ୍ରୀଙ୍କଠାରୁ ଛାଡ଼ପତ୍ର ନେଇଛନ୍ତି ଏବଂ ତାଙ୍କର ଦୁଇଟି ସନ୍ତାନ ଝିଅ ସିରତ କୌର ଏବଂ ପୁଅ ଦିଲଶାନ ମାନ। ଗତବର୍ଷ ମାର୍ଚ୍ଚ ୧୬ରେ ଉଭୟ ନିଜ ପିତାଙ୍କ ଶପଥ ଗ୍ରହଣ ସମାରୋହରେ ଭାଗନେବାକୁ ଭାରତ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?